ମାମୁ ବାହାଘରକୁ ଆସି ପୋଖରୀରେ ବୁଡ଼ିଗଲେ ୩ ଭାଣିଜୀ

ବାଲେଶ୍ୱର ଅଫିସ,୧୯ା୬: ବାଲେଶ୍ୱର ଜିଲା ବାଲିଆପାଳ ରେମୁ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଦୁଇ ନାବାଳିକା ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ରେମୁ ଗ୍ରାମର ଗଦାଧର ଜେନାଙ୍କ ବିବାହ ପାଇଁ ଆସିଥିଲେ ତିନି ଭାଣିଜୀ । ପୋଖରୀରେ ଗାଧୋଇବା ସମୟରେ ପ୍ରଥମେ ଜଣଙ୍କର ଗୋଡ଼ ଖସି ଯାଇଥିଲା। ଅନ୍ୟ ଦୁଇ ଭଉଣୀ ଉଦ୍ଧାର କରିବାକୁ ଯାଇ ସେମାନେ ବି ବୁଡି ଯାଇଥିଲେ । ପରିବାର ଲୋକେ ଖୋଜାଖୋଜି ପରେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ପ୍ରଥମେ ଇଡ୍‌କୋ ହସ୍ପିଟାଲ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି। ଜଣକର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରାମତି ଫୁଲୁଛି ବୈତରଣୀ: ଘାଇ ଉପରେ ବନ୍ୟାଜଳ

ଯାଜପୁର ଅଫିସ,୨୧।୮: ଯାଜପୁର ଜିଲା ଦେଇ ପ୍ରବାହିତ ହେଉଥିବା ବୈତରଣୀ ନଦୀ ରବିବାର ପୁଣି ଫୁଲି ଉଠିଛି । ଆଖୁଆପଦାରେ ବିପଦସଙ୍କେତ ୧୭.୮୩ ମିଟର ଥିବା...

ଡିଜେ ପାଇଁ ମେଳାରେ ହଙ୍ଗାମା

ଭୋଗରାଇ,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେଉଳାହାଟ ସ୍ଥିତ ଅନନ୍ତପୁରୁଷତ୍ତୋମ ମହାଦେବଙ୍କ ଶୁକ୍ରବାର ପାଟ ଉତ୍ସବରେ ଡିଜେ ବଜାଇବାକୁ କେନ୍ଦ୍ର କରି ମେଳା କମିଟି ସହିତ ଡିଜେ...

ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ଜାତୀୟ ରାଜପଥ ବନ୍ଦ

ଗଞ୍ଜାମ,୨୭।୯(ଡିଏନ୍‌.ଏ.): ଗଞ୍ଜାମରେ ଭାରତ ବନ୍ଦପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳୁ ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟଙ୍କ ନେତୃତ୍ୱରେ ୧୬ ନମ୍ବର...

ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ...

ଚୋରା ବନ୍ଧୁକରେ ଶିକାର

ଢେଙ୍କାନାଳ ଅଫିସ, ୧୪।୨: ଗୁପ୍ତରେ ଚାଲିଥିଲା ଚୋରା ବନ୍ଧୁକ ତିଆରି ୟୁନିଟ୍‌। ଶସ୍ତାରେ ମିଳୁଥିବାରୁ ଏହାକୁ କିଣି ବନ୍ୟପ୍ରାଣୀ ଶିକାର କରୁଥିଲେ ଶିକାରୀ। ଢେଙ୍କାନାଳ ଜିଲା...

କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୯।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା,...

ଭଣ୍ଡାରିମାଲରେ ଡବଲ ମର୍ଡର ଘଟଣା: ଗାଁରେ ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ, ୪ ଅଟକ

ସମ୍ବଲପୁର/ପଡ଼ିଆବାହାଲ,୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତିରେ ଡବଲ ମର୍ଡର ଘଟିଛି। କେତେଜଣ ବ୍ୟକ୍ତି ୨ ଭାଇଙ୍କୁ ଗୋଡ଼ାଇ...

୩୦ ଏକର ଜଙ୍ଗଲ ପୋଡ଼ିଗଲା

କୋଣାର୍କ,୨୨।୨(ଡି.ଏନ୍‌.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ,...

Advertisement
Archives

Model This Week