ମ୍ୟାନମାରରେ ୩ ଥର ଭୂକମ୍ପ…

ନାପିଦ୍ୱ,୨୨।୬ : ମ୍ୟାନମାରରେ କ୍ରମାଗତ ତୃତୀୟ ଥର ପାଇଁ ବିଳମ୍ବିତ ରାତିରେ ଭୂକମ୍ପରେ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭାରତୀୟ ସମୟ ରାତ୍ର ୨ଟା ୫୩ରେ କମ୍ପନ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଥିଲା। ତେବେ ଏପର୍ଯ୍ୟନ୍ତ କୌଣସି ଧନଜୀବନ ହାନୀ ସମ୍ପର୍କ ସୂଚନା ମିଳି ନାହିଁ।

ଗୁରୁବାର ମ୍ୟାନମାରର ୟାଙ୍ଗୋନରେ ୪.୫ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୁତ ହୋଇଛି। ଏହା ପୂର୍ବରୁ ରାତ୍ର ୨ଟା ୫୨ ୪.୨ ତୀବ୍ରତାଯୁକ୍ତ ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଏହାର କେନ୍ଦ୍ର ଭୂପୃଷ୍ଠର ୧୦ କିଲୋମିଟର ତଳେ ଥିଲା ବୋଲି କୁହାଯାଉଛି।

ମ୍ୟାନମାରର ୟାଙ୍ଗୋନରେ ରାତ୍ର ୧୧ଟା ୫୬ ରେ ପ୍ରଥମ ଭୂକମ୍ପନ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ…

India-Pakistan Basmati Rice: ହର୍ମୁଜ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ଗେମ ପ୍ଲାନ, ଭାରତକୁ ଲାଗିବ ଶକ୍ତ ଧକ୍କା!

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବାସୁମତୀ ଚାଉଳକୁ ନେଇ ପ୍ରତିଦ୍ୱନ୍ଦ୍ୱିତାରେ ବ୍ୟସ୍ତ ଅଛନ୍ତି। ଉଭୟ ଦେଶ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ବଜାରରେ ବିକ୍ରୟ…

କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର୍‌ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଷ୍ଟାର୍ମରଙ୍କ ଇସ୍ତଫା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri