ଯୁକ୍ତ୩ ନାମଲେଖା ଶେଷ

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା ମଙ୍ଗଳବାର ସକାଳ ୧୦ଟା ସୁଦ୍ଧା ଇ-ସ୍ପେସ୍‌ରେ ଅପ୍‌ଲୋଡ୍‌ ହେବା ପରେ ସ୍ପଷ୍ଟ ହେବ। ତେବେ ନାମଲେଖା ବିଳମ୍ବ ହେବାରୁ ଗତ ୨୧ତାରିଖରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହୋଇଯାଇଛି।
ସୂଚନାଯୋଗ୍ୟ, ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ଥିବାବେଳେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ୧,୨୭,୦୯୧ଜଣ ନାମ ଲେଖାଇଥିଲେ ଓ ୧,୪୩,୦୭୨ଟି ସିଟ୍‌ ବଳକା ପଡ଼ିଥିଲା। ଏଥିମଧ୍ୟରୁ କଳାରେ ୬୮,୪୧୭, ପଦାର୍ଥ ବିଜ୍ଞାନରେ ୩୦,୬୨୨, ଜୈବ ବିଜ୍ଞାନରେ ୧୬,୮୫୯, ବାଣିଜ୍ୟରେ ୨୦,୦୪୧, ସେଲ୍‌ଫ ଫାଇନାନ୍ସିଂରେ ୧,୨୫୩ ଏବଂ ସଂସ୍କୃତରେ ୫,୮୮୦ ସିଟ୍‌ ଖାଲି ପଡ଼ିଥିଲା। ତେଣୁ ଏହି ବଳକା ସିଟ୍‌ରେ ଗତ ୨୫ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri