୩ ପରିବାର ବାସହରା

ଭଦ୍ରକ ଅଫିସ, ୨୬।୪ ଭଦ୍ରକ ଜିଲା ରାହାଞ୍ଜସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳିଯାଇଛି। ୩ ପରିବାର ବାସହରା ହୋଇପଡ଼ିଛନ୍ତି। ଉକ୍ତ ସାହିର ୩ ଭାଇ ପ୍ରହ୍ଲାଦ ସାହୁ, ଭରତ ସାହୁ ଓ ଶରତ ସାହୁଙ୍କ ଘର ଜଳିଯାଇଥିବା ବେଳେ ନଗଦ ୧୨ ହଜାର ଟଙ୍କା, ସୁନା ଅଳଙ୍କାର, ଆସବାବପତ୍ର ଆଦି ଆନୁମାନିକ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଭଦ୍ରକ ଅଗ୍ନିଶମ ବାହିନୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲା। ବିଦ୍ୟୁତ ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri