ଦନ୍ତାନଦୀ ପୋଲ ଉପରେ ୩ ଫୁଟ ପାଣି

ଭେଡ଼େନ,୧୭ା୭(ସୁଦନ ମହାକୁର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାରଠାରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲାରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥ ମହୁଲପାଲି ଛକରୁ ଭେଡ଼େନ ରାସ୍ତା ଉପରେ ଥିବା ଦନ୍ତାନଦୀ ପୋଲ ଉପରେ ୩ ଫୁଟର ବର୍ଷା ଜଳ ପ୍ରବାହିତ ହେଉଛି। ଫଳରେ ଭେଡ଼େନକୁ ଯୋଗାଯୋଗ ବିଛିନ୍ନ ହୋଇଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri