ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିଲେ ମଧ୍ୟ ପ୍ରଥମ ଦୁଇଟି ରାଉଣ୍ଡ୍‌ରେ ନାମଲେଖା ସମ୍ପନ୍ନ କରିଥିବା ଛାତ୍ରୀଛାତ୍ର ପ୍ରଥମ ଦିନରୁ ନିୟମିତ ଶ୍ରେଣୀରେ ଯୋଗଦେବେ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପାଠପଢ଼ା ଆରମ୍ଭ ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି। ପ୍ରଥମ ଦିନରୁ ନିୟମିତ ଉପସ୍ଥାନ ଓ ଶ୍ରେଣୀଗୃହରେ ସକ୍ରିୟ ଅଂଶଗ୍ରହଣ କରିବାକୁ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯାଇଛି।
ଚଳିତ ଶିକ୍ଷାବର୍ଷ ରାଜ୍ୟର ୧୦୫୫ଟି ମହାବିଦ୍ୟାଳୟରେ ପ୍ରାୟ ୨ ଲକ୍ଷ ୮୭ ହଜାର +୩ ସିଟ୍‌ ଉପଲବ୍ଧ ଥିବାବେଳେ ୨ ଲକ୍ଷ ୩୭ ହଜାର ୨୦୦ ଜଣ ଛାତ୍ରୀଛାତ୍ର ନାମଲେଖା ପାଇଁ ଆବେଦନ କରିଛନ୍ତି। ଏପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ସମ୍ପନ୍ନ ହୋଇଥିବାବେଳେ ଆସନ୍ତା ୨୯ ଜୁଲାଇରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ନାମଲେଖା ପ୍ରକ୍ରିୟା ସହିତ ନିୟମିତ ଶିକ୍ଷାଦାନକୁ ସମାନ୍ତରାଳ ଭାବେ ଆଗେଇ ନେବାକୁ ଉଚ୍ଚଶିକ୍ଷା ବିଭାଗ ପଦକ୍ଷେପ ନେଇଥିବାରୁ ପ୍ରଥମ ଦିନରୁ ଶିକ୍ଷାବର୍ଷ ସୁଚାରୁ ଭାବେ ଆରମ୍ଭ ହେବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri