୩ ସ୍କୁଲ ଭିତରେ ପଶିଲା ବନ୍ୟାଜଳ

ଅମରପାଲି,୩ା୮(ପୀତାମ୍ବର ସାହୁ): ଗତ ୪ ଦିନ ହେଲା ବୀରମହାରାଜପୁର ଅଞ୍ଚଳରେ ବର୍ଷା ଲାଗି ରହିଛି। ଏଭଳି ପରିସ୍ଥିତିରେ ବୁଧବାର ଠେଙ୍ଗୋ ଡ୍ୟାମରୁ ୬ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଫଳରେ ତଳମୁଣ୍ଡରେ ଅନେକ ଗାଁକୁ ବନ୍ୟାଜଳ ପ୍ରବେଶ କରିଛି। ବ୍ଲକର କେନଝିରିଆପାଲି ପଞ୍ଚାୟତର ବାରଝୁଲା ପ୍ରାଥମିକ ବିଦ୍ୟାଳୟ ଓ କୁଡାପଡା ପ୍ରାଥମିକ ବିଦ୍ୟାଳୟରେ ବନ୍ୟାଜଳ ପ୍ରବେଶ କରିଛି। ବନ୍ୟା ଜଳ ଘେରରେ ଉକ୍ତ ଦୁଇ ସ୍କୁଲ ରହିଛି। କୁଡାପଡା ସ୍କୁଲ ୪ ଫୁଟର ବନ୍ୟାଜଳ ଘେରରେ ଥିବା ବେଳେ ବାରଝୁଲା ସ୍କୁଲ ୩ ଫୁଟ ଉଚ୍ଚର ବନ୍ୟାପାଣି ଘେରରେ ରହିଛି। ସେହିପରି ଗୋବିନ୍ଦପୁର ୟୁପି ସ୍କୁଲରେ ମଧ୍ୟ ବନ୍ୟା ପାଣି ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri