ପଞ୍ଚାୟତ ନିର୍ବାଚନରେ ୩ ପୂର୍ବତନ ବ୍ଲକ ଅଧ୍ୟକ୍ଷା

କର୍ଲାମୁଣ୍ଡା,୨୭ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୧୪୩ ଟି ଓ୍ବାର୍ଡ ରହିଛି। ସେଥିମଧ୍ୟରୁ ଚଳିତ ପଞ୍ଚାୟତ ନିର୍ବାଚନରେ ରାଜପୁର ପଞ୍ଚାୟତର ସରପଞ୍ଚ ଭାବେ କୌଶଲ୍ୟା ରଣା ଓ ସାପଲହରା ପଞ୍ଚାୟତରେ ମଧ୍ୟ ସରପଞ୍ଚ ଭାବେ ରାଜେଶ୍ୱରୀ ସେନାପତି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି l ଅନ୍ୟ ପଟେ ଏହି ବ୍ଲକରେ ୧୨ଟି ପଞ୍ଚାୟତରେ ମୋଟ ୧୪୩ ଓ୍ବାର୍ଡ ମଧ୍ୟରୁ ୮୩ ୱାର୍ଡ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ୫ଟି ଓ୍ବାର୍ଡରେ ସଂରକ୍ଷଣ ତାଲିକା ଅନୁଯାୟୀ ପ୍ରାର୍ଥୀ ନ ଥିବାରୁ ନାମାଙ୍କନପତ୍ର ଦାଖଲ ହୋଇ ପାରି ନ ଥିବା ସୂଚନା ମିଳିଛି। ତେବେ ଚଳିତ ନିର୍ବାଚନରେ ବ୍ଲକ ଅଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ରହିଥିବାରୁ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଅମୃତା ସାହୁ, କୁନି ସାହୁ ଓ, ମାଣିକ୍ୟ ସୁନା ପ୍ରମୁଖ ସମିତିସଭ୍ୟରେ ଜିତିବା ପାଇଁ ପ୍ରଚାର ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଝଲସିବ କଳାହାଣ୍ଡି: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୩ ଶକ୍ତି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲା ଜୟପାଟଣା ଅଞ୍ଚଳର ବାନେର୍‌ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ୍‌ ସବଷ୍ଟେଶନ ଉଦ୍‌ଘାଟନ...

ସମିତିରେ ତାଲା ପକାଇଲେ ଚାଷୀ

ବାସୁଦେବପୁର,୨୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ସେବା ସମବାୟ ସମିତିରେ ଧାନ ବିକ୍ରି କ୍ଷେତ୍ରରେ ଚାଷୀମାନେ ଅସୁବିଧାରେ ପଡ଼ିଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ସମିତି...

ଦିଗପହଣ୍ଡି ରେଞ୍ଜର ନିଲମ୍ବିତ

ବ୍ରହ୍ମପୁର ଅଫିସ୍‌,୧୫ା୮-ଗଞ୍ଜାମ ଜିଲା ଦିଗପହଣ୍ଡିର ଭାରପ୍ରାପ୍ତ ରେଞ୍ଜର ପରମାନନ୍ଦ ପାଣିଗ୍ରାହୀ ବୁଧବାର ନିଲମ୍ବିତ ହୋଇଛନ୍ତି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥ ତାଙ୍କୁ ନିଲମ୍ବିତ...

ଗିରଫ ହେଲେ ଆର୍‌ଡି ସହକାରୀ ଯନ୍ତ୍ରୀ

ଉମରକୋଟ,୧୭।୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗର ସହକାରୀ ଯନ୍ତ୍ରୀ...

ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ...

ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ

ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍‌ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି...

ପୋଡିଯାଇଛି ଟ୍ରାନ୍ସଫର୍ମର, ମରାମତି ଦାବି

ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩...

ଜୁନାଗଡ ସହରରେ ହୋମ୍‌ ଡେଲିଭରି ମାଧ୍ୟମରେ ଲୋକଙ୍କୁ ସାମଗ୍ରୀ ପ୍ରଦାନ

ଜୁନାଗଡ,୭।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ନୂଆ ପଦକ୍ଷେପ...

Advertisement
Archives

Model This Week