ମହାନଦୀରେ ବୁଡ଼ିଗଲେ ୩ ସାଙ୍ଗ

କଟକ ଅଫିସ,୧୦ା୪: ମହାନଦୀର ଯୋବ୍ରାରେ ଗାଧୋଉଥିବା ବେଳେ ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବା ବେଳେ ଦୁଇ ନାବାଳକଙ୍କ ପତ୍ତା ମିଳୁନାହିଁ।

ରବିବାର ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ, ରାଜ ଓ ଛୋଟୁ ଗାଧୋଇ ଯାଇଥିଲେ। ଗାଧୋଇବା ବେଳେ ଚୋରା ବାଲିରେ ତିନି ସାଙ୍ଗଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ତିନି ଜଣ ଯାକ ବୁଡ଼ି ଯାଇଥିଲେ। ପାଟି ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ଅବସ୍ଥାରେ ସାହିଲଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ତାଙ୍କ ଚେତା ଫେରିନାହିଁ। ତେବେ ରାଜ ଓ ଛୋଟୁଙ୍କ ପତ୍ତା ମିଳୁନାହିଁ। ଅଗ୍ନିଶମ ବିଭାଗ, ଓଡ୍ରାଫ ଓ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।  ଯୋବ୍ରାର ସେହି ଗଣ୍ଡରେ ପ୍ରବଳ ପାଣି ଥିବାରୁ ଖୋଜିବାରେ ଅସୁବିଧା ହେଉଛି। ସେଥିପାଇଁ ଯୋବ୍ରା ବ୍ୟାରେଜରେ ଗେଟ୍‌ ପକାଯାଇ ପାଣିକୁ ଅଟକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି...

ଦେଢ଼ଲକ୍ଷ ହେକ୍ଟର ବନୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ଚଳିତବର୍ଷ ରାଜ୍ୟରେ ୧ କୋଟି ୭ ଲକ୍ଷ ହେକ୍ଟର ପରିମିତ ଅଞ୍ଚଳରେ ବନୀକରଣ କରାଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ନଗର ଓ ପୌରାଞ୍ଚଳରେ...

ବ୍ରାଉନସୁଗାର ବେପାରରେ ୩ ଛାତ୍ର

ଜୟପୁର,୨୦ା୯(ନି.ପ୍ର.): ଗେଟଗୁଡ଼ା ନିକଟସ୍ଥ ଆମ୍ବତୋଟାରେ ସୋମବାର ଜୟପୁର ଟାଉନ ଥାନା ପୋଲିସ ଚଢ଼ାଉକରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ପରିମାଣ ୨.୭୧ ଗ୍ରାମ। ଏହି...

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ...

ମହିଳାଙ୍କୁ ଏସିଡ୍‌ ଫିଙ୍ଗିବା ମାମଲା: ୨ ଗିରଫ

କଟକ ସଦର, ୧ା୧୦ (ଡି.ଏନ୍‌.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍‌ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର...

ଶୁଣିଲାନି ପ୍ରଶାସନ, ବାଧ୍ୟହୋଇ ନାଳ ସଫା କଲେ ଦୋକାନୀ

ପାପଡ଼ାହାଣ୍ଡି, ୪ା୭(ଡି.ଏନ୍‌.ଏ.): ପ୍ରଶାସନ ପକ୍ଷରୁ ସଫା କରାଯାଉନି ନାଳ। ଫଳରେ ସାମାନ୍ୟ ବର୍ଷାରେ ମଧ୍ୟ ଡ୍ରେନ୍‌ ପାଣି ରାସ୍ତାରେ ଭାସିବା ସହ ଦୋକାନରେ ପଶିଯାଉଛି। ଶେଷରେ...

୧୯ କୋଟି ଖର୍ଚ୍ଚ ହୋଇ ମଧ୍ୟ ଉପଭୋକ୍ତାଙ୍କ କାର୍ଯ୍ୟରେ ଆସୁନି ସବ୍‌ଷ୍ଟେଶନ

ମୁନିଗୁଡ଼ା,୬ା୯(ଡି.ଏନ୍‌.ଏ.): ଉପଭୋକ୍ତାଙ୍କୁ ୨୪ ଘଣ୍ଟା ବିଦ୍ୟୁତ୍‌ ଯୋଗାଇ ଦେବା ପାଇଁ ସରକାର ପାଣି ଭଳି ଟଙ୍କା ଖର୍ଚ୍ଚ କରୁଛନ୍ତି, କିନ୍ତୁ ଏବେବି ଏହାର ଲାଭ ଭଠାଇ...

ଜିଲାପାଳଙ୍କ ଘୋଷଣା: ଗୁଣିଗାରେଡି ପ୍ରମାଣ କଲେ ୫୦ ହଜାର ପୁରସ୍କାର

ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଭୂତ, ପ୍ରେତ, ଗୁଣିଗାରେଡିକୁ ନେଇ ଜନସାଧାରଣଙ୍କ ମନରେ ଅହେତୁକ ଆବେଗ ରହୁଛି। ଫଳରେ ରୋଗ ବ୍ୟାଧି ପାଇଁ ଲୋକେ ଡାକ୍ତରଖାନା ନ ଯାଇ...

Advertisement
Archives

Model This Week