ପର୍ସ ଫେରାଇଲେ ୩ ବନ୍ଧୁ

ପିପିଲି,୬।୧୨(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର ପୂର୍ବାହ୍ନରେ ପୁରୀ ଯିବା ବାଟରେ ପିପିଲି ବଜାରରେ ନିଜର ଟଙ୍କା ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଥିବା ଏକ ମନିପର୍ସ ହଜାଇ ଦେଇଥିଲେ। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ୩ଜଣ ସାଙ୍ଗ ସୋମନାଥ, ସଂଗ୍ରାମ ଏବଂ ସୌମ୍ୟରଞ୍ଜନ ପର୍ସକୁ ପାଇ ପିପିଲି ଥାନାରେ ଜିମା ଦେଇଥିଲେ। ଏଏସ୍‌ଆଇ ଆଲ୍ଫା ରାଣୀ ସାମଲ ପର୍ସରୁ ମୋବାଇଲ ନମ୍ବର ସଂଗ୍ରହ କରି ଆଚାର୍ଯ୍ୟଙ୍କୁ ଯୋଗାଯୋଗ କରିଥିଲେ। ସେ ଥାନାରେ ପହଞ୍ଚି ପର୍ସରେ ୬୩୫୦ଟଙ୍କା ଏବଂ ଅନ୍ୟାନ୍ୟ ଜରୁରୀ ଡକ୍ୟୁମେଣ୍ଟ ନେଇଥିଲେ। ଏହାପରେ ଆଚାର୍ଯ୍ୟ ଏଏସ୍‌ଆଇ ୩ବନ୍ଧୁଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri