ପାରାଦ୍ୱୀପରେ ହଟଚମଟ: ଚାଇନା ଜାହାଜରୁ ଧରାପଡିଲେ ୩ ଘାନା ନାଗରିକ

ପାରାଦ୍ୱୀପ,୩୧।୮(ଶରତ ରାଉତ): ପାରାଦ୍ୱୀପ ବନ୍ଦର ସିକ୍ୟୁ ୧ ବର୍ଥରେ ଶନିବାର ଭୋରୁ ଲାଗିଥିବା ଚାଇନା ଜାହାଜ ଏମଭି ଗ୍ରେଟ ଶେଙ୍ଗ ଓ୍ବେନକୁ ନେଇ ହଟଚମଟ ସୃଷ୍ଟି ହୋଇଛି। ଉକ୍ତ ଜାହାଜରେ ୩ ଜଣ ଘାନା ଦେଶର ନାଗରିକ ବେଆଇନ ଭାବେ ପ୍ରବେଶ କରି ପଳାଇ ଆସିଛନ୍ତି। ଯାହାକୁ ନେଇ ଇମିଗ୍ରେସନ ବିଭାଗ ପକ୍ଷରୁ ଯାଞ୍ଚ ଚାଲିଛି। ଜାହାଜକୁ ସିଆଇଏସଏଫ ଜବାନ ଜଗିଛନ୍ତି।
ଯାଞ୍ଚ ପରେ ଜାହାଜର କ୍ୟାପଟେନଙ୍କୁ ଏକ ନୋଟିସ ଦିଆଯିବ। ସେହି ଜାହଜର ନାବିକ ଆଉ ଭାରତର କୌଣସି ବନ୍ଦରରେ ଓହ୍ଲାଇ ପାରିବେ ନାହିଁ ବୋଲି ଇମିଗ୍ରେସନ ଅଧିକାରୀ ମାନସରଞ୍ଜନ ଦାସ କହିଛନ୍ତି। ଜାହାଜରେ ଏଏମଏନଏସ କମ୍ପାନୀର କୋଇଲା ଆସିଛି। ଉକ୍ତ ଜାହାଜରେ ସମୁଦାୟ ୨୦ ଜଣ ନାବିକ ଅଛନ୍ତି। ଯେଉଁମାନଙ୍କର କାଗଜପତ୍ର ଠିକ ଅଛି। ଜାହାଜ ଏପ୍ରିଲ ମାସରେ ଘାନା ଦେଶରେ ଥିବା ବେଳେ ଏହି ୩ ଜଣ ଲୁଚିକି ଜାହାଜରେ ଆସିଥିଲେ। ସେବେଠାରୁ ଜାହାଜରେ ଅଛନ୍ତି। ଜାହାଜ ତୁର୍କୀ ଦେଶରେ ପହଞ୍ଚିବା ପରେ ସେଠାରେ ଉକ୍ତ ୩ ନାଗରିକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜାହାଜ କ୍ୟାପଟେନ ଇମିଗ୍ରେସନକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri