ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ପରେ ତିନି ଠାକୁରଙ୍କ ପହଣ୍ଡି ହୋଇ ରଥରେ ବିରାଜମାନ କରିଛନ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri