ବିଜୁ ମାର୍କେଟରେ ଜିଏସ୍‌ଟି ଚଢ଼ାଉ: ଦୋକାନ ସହ ୩ ଗୁଟ୍‌ଖା ଗୋଦାମ ସିଲ୍‌

ନୟାଗଡ଼ ଅଫିସ,୨୨।୫: ନୟାଗଡ଼ ସହରର ବିଜୁ ମାର୍କେଟର ମଣ୍ଡଳ ଏଜେନ୍ସିର ଗୁଟ୍‌ଖା ଗୋଦାମ ସମେତ ୩ ଦୋକାନ ଉପରେ ଜିଏସ୍‌ଟି ଚଢ଼ାଉ କରିଛି। ଭୁବନେଶ୍ୱର ଓ ଜଟଣୀ ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉ କରି ଟିକସ ଫାଙ୍କିର ଯାଞ୍ଚ କରିଥିଲେ। ତେବେ ଜିଏସ୍‌ଟି ଯାଞ୍ଚକୁ ଗୋଦାମର କେତେଜଣ କର୍ମଚାରୀ ବିରୋଧ କରି ପାଟିତୁଣ୍ଡ କରିଥିଲେ। ଏହାକୁ ନେଇ ସେଠାରେ କିଛି ସମୟ ଚାପା ଉତ୍ତେଜନା ଦେଖା ଦେଇଥିଲା। ଟିକସ ଫାଙ୍କୁଥିବାର ପ୍ରମାଣ ମିଳିବା ପରେ ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟ ଟିମ୍‌ ୩ ଗୋଦାମ ସହ ଗୁଟ୍‌ଖା ଦୋକାନକୁ ସିଲ୍‌ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri