୩ ଘଣ୍ଟିଆ ଚକାଜାମ୍‌

ସମ୍ବଲପୁର,୧୩ା୨(ବ୍ୟୁରୋ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ସମ୍ବଲପୁର ଜିଲା ଭାଜପା ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍‌ କରାଯାଇଥିଲା। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ତତ୍ତ୍ୱାବଧାନରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ହୋଇଥିଲା। ସମ୍ବଲପୁର-ଦେବଗଡ ୫୩ନଂ. ଜାତୀୟ ରାଜପଥର ଅଇଁଠାପାଲି, ଗୋଶାଳା, ରେମେଡ, ସିନ୍ଦୂରପଙ୍କ, ରେଙ୍ଗାଲି, ଲାଉମାଲ ଆଦି ଛକରେ ଦଳୀୟ କର୍ମକର୍ତ୍ତା ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ବାହାଘର, ଆମ୍ବୁଲାନ୍ସ, ସ୍ବାସ୍ଥ୍ୟଗତ ସମସ୍ୟା ଭଳି ଜରୁରିକାଳୀନ ସେବାରେ ନିୟୋଜିତ ଗାଡ଼ି ସହ ଦୁଇଚକିଆ ଯାନ ଚଳାଚଳ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?