ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଠନ ହେଲା ଶୁକ୍ରାଦିତ୍ୟ ଯୋଗ: ଲାଗିଲା ଲଟେରୀ, ଚାକିରିରେ ବଡ଼ ପଦୋନ୍ନତି! ଜାଣନ୍ତୁ ୩ ଭାଗ୍ୟଶାଳୀ ରାଶି କିଏ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରାଦିତ୍ୟ ଯୋଗକୁ ସୁଖ-ସମୃଦ୍ଧି, ମାନ-ସମ୍ମାନ ଓ ଉନ୍ନତିର ପ୍ରତୀକ ଭାବେ ଦେଖାଯାଏ। ଜ୍ୟୋତିଷ ଗଣନା ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ତୁଳା…

ପ୍ରଖର ଜଳସ୍ରୋତରେ ଭାସିଗଲା ପୋଲ: ୨୫ରୁ ଊର୍ଦ୍ଧ୍ୱ ଗାଁକୁ ଯାନବାହନ ଚଳାଚଳ ବନ୍ଦ

ଦିଗପହଣ୍ଡି, ୩୦।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ପରେ ନାଳରେ ପ୍ରବାହିତ ପ୍ରଖର ଜଳସ୍ରୋତ ଯୋଗୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଡେଙ୍ଗାଓସ୍ତା-ଭୀଷ୍ମଗିରି ରାସ୍ତାର ପାଞ୍ଚଆମ୍ବ…

ବନ୍ୟା ବିପତ୍ତି ବେଳେ ରାସ୍ତାରୋକୋ: ଭଞ୍ଜନଗରବାସୀଙ୍କ ଦୁଃଖ ଦ୍ୱିଗୁଣିତ

ଭଞ୍ଜନଗର, ୩୦।୧୦ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚଳିତ ବର୍ଷ ଦେଖାଦେଇଥିବା ଭୟାବହ ବନ୍ୟା ଅଞ୍ଚଳବାସୀଙ୍କ ଜୀବନକୁ ଦୁର୍ବିସହ କରିଦେଇଛି। ଏଭଳି ବନ୍ୟା ପରିସ୍ଥିତି…

ଭାରତକୁ ବଡ଼ ଝଟକା: ବଢ଼ିବ ପେଟ୍ରୋଲ-ଡିଜେଲ ଦର! ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୦।୧୦: ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ କାରଣରୁ ହର୍ମୁଜ ପ୍ରଣାଳୀ ଦେଇ ଅଶୋଧିତ ତୈଳ ଯୋଗାଣ ପ୍ରଭାବିତ ହେବା ପରେ ଭାରତ ଅନ୍ୟାନ୍ୟ ବିକଳ୍ପ ଖୋଜିବା…

ଲୁଣା ନଦୀବନ୍ଧରୁ ମହିଳାଙ୍କ ମୁଣ୍ଡବିହୀନ ଉଲଗ୍ନ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ମାର୍ଶାଘାଇ,୩୦।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲାର ଲୁଣା ନଦୀବନ୍ଧ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ବୟସ ପ୍ରାୟ ୪୦…

ଗୁରୁ-ଶନିଙ୍କ ମଧ୍ୟରେ ଗଠନ ହେଲା ଷଡ଼ାଷ୍ଟକ ଯୋଗ: ୩ ରାଶିଙ୍କ ପାଇଁ ଭାରୀ ଖରାପ, ପାଖରୁ ପଳାଇବ ସବୁ ଟଙ୍କା!

ନୂଆଦିଲ୍ଲୀ,୩୦।୧୦: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ଚଳନ ଓ ସ୍ଥିତିର ପ୍ରଭାବ ମଣିଷ ଜୀବନ ଉପରେ ପଡ଼ିଥାଏ। ଏବେ ଗୁରୁ ଓ ଶନିଙ୍କ ମଧ୍ୟରେ ଷଡ଼ାଷ୍ଟକ…

ନ୍ୟୁଜିଲାଣ୍ଡରେ ପହଞ୍ଚିଲେ କିଙ୍ଗ କୋହଲି: ଘଟିଲା ଏମିତି, ଯାହାକୁ ଦେଖି କାନ୍ଦି ପକାଇଲେ ମହିଳା ଫ୍ୟାନ

ନୂଆଦିଲ୍ଲୀ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ନଭେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ପାଇଁ ଶୁଭମନ…

ମାତ୍ର ୩୫ ରନ୍‌ କରିବା କ୍ଷଣି ବିଶ୍ୱରେକର୍ଡ ଭାଙ୍ଗିବେ ଅଭିଷେକ ଶର୍ମା: ହାତରେ ରହିଛି ବଡ଼ ସୁଯୋଗ

ନୂଆଦିଲ୍ଲୀ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚ ଆଜି ଅକଲାଣ୍ଡର ଇଡେନ ପାର୍କରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?