କରୋନା ସଙ୍କଟରେ ୩ ସଂକ୍ରମଣର ଦୋହରା ମାଡ଼…

ଜେନେଭା, ୨୩।୫ : କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଙ୍କଟରେ ଯୁଝୁ ଥିବା ପୃଥିବୀ ଉପରେ ୩ ସଂକ୍ରମଣର ଦୋହରା ମାଡ଼ ଆରମ୍ଭ ହୋଇଛି। ଟମାଟୋ ଫ୍ଲୁ , ହେପାଟାଇଟିସ୍‌ ଏବଂ ମଙ୍କିପକ୍ସ୍‌ ସଂକ୍ରମଣ ଯୋଗୁ ପୃଥିବୀର କେତେକ ଦେଶରେ ଆତଙ୍କ ଦେଖାଦେଇଛି।

ବିଶ୍ୱସ୍ବାସ୍ଥ୍ୟ ସଂଗଠନ ରିପୋର୍ଟ ଅନୁସାରେ ପୃଥିବୀର ୧୨ଟି ଦେଶରେ ମଙ୍କିପକ୍ସ୍‌ର ୯୨ ମାମଲା ପଞ୍ଜିକୃତ ହୋଇଛି।ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମଙ୍କିପକ୍ସ୍‌ ସଂକ୍ରମଣ ନେଇ ଚିନ୍ତା ପ୍ରକଟ କରିଛନ୍ତି।

ସେହିପରି ୫ ବର୍ଷରୁ କମ୍‌ ବୟସ୍କ ଶିଶୁଙ୍କଠାରେ ଟମାଟୋ ଫ୍ଲୁ ସଂକ୍ରମଣରେ ବୃଦ୍ଧି ଘଟିଛି। ଏହା ଯୋଗୁ ସଙ୍କଟ ବଢ଼ିଚାଲିଛି। କିଛି ଦିନ ହେବ, ସାରା ବିଶ୍ୱରେ ପିଲାମାନଙ୍କଠାରେ ହେପାଟାଇଟିସ ସଂକ୍ରମଣ ଦେଖାଦେଇଛି । ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ, ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର (ସିଡିସି) ଏବଂ ବ୍ରିଟେନର ସ୍ବାସ୍ଥ୍ୟ ସୁରକ୍ଷା ଏଜେନ୍ସି ସମେତ ପ୍ରମୁଖ ସ୍ବାସ୍ଥ୍ୟ ଏଜେନ୍ସି ପକ୍ଷରୁ ଏହି ସଂକ୍ରମଣ ସମ୍ପର୍କରେ ଏକ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri