ନୂଆବର୍ଷରେ ନୂଆ ଉପହାର: ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌

ଭୁବନେଶ୍ୱର,୧ା୧: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି।

Image

୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି।

ବିନୟତୋଷ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ କରୁଥିବାବେଳେ ଆର.ପି କୋଚେ ଗୋଇନ୍ଦା ନିର୍ଦ୍ଦେଶକ ଅଛନ୍ତି। ସୁଶାନ୍ତ କୁମାର ନାଥ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି। ସେ ବିଏସ୍‌ଏଫରେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

ସେହିପରି ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ଏବଂ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri