ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି।

ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି ସାହି ଥାନା ପୋଲିସ କୌଣସି ପ୍ରକାର ସୂଚନା ପାଇଁ ମଙ୍ଗଳଘାଟ ଅଞ୍ଚଳରେ ଚଢାଉ କରିଥିଲା । ଏହି ଚଢାଉରେ ବ୍ରାଉନ୍‌ସୁଗାର ମାଫିଆ ସୁଜିତ ପଟ୍ଟନାୟକ ଗିରଫ କରି ପ୍ରାୟ ୩ କେଜି ଓଜନର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ତେବେ ଅଭିଯୁକ୍ତଙ୍କ ଘର କଣାସ ଥାନା କେସରପୁର ଗାଁରେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ସ୍ତ୍ରୀହନ୍ତାଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୨।୯: ଏଡିଜେ-୨ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଏକ ଯୌତୁକ ଜନିତ ହତ୍ୟା ମାମଲାର ଶୁଣାଣି କରଛନ୍ତି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସୁଶାନ୍ତ ବିଷୋୟୀଙ୍କୁ...

ଇବ୍‌ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ...

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ...

କାଶିନିପଦର: ହିତାଧିକାରୀଙ୍କ ଚାଉଳ ଲୁଟ୍‌ ଅଭିଯୋଗ

ଫୁଲବାଣୀ ଅଫିସ, ୧୭।୫: କନ୍ଧମାଳ ଜିଲାରେ ହିତାଧିକାରୀଙ୍କ ଚାଉଳ ହେରଫେର ହେଉଥିବା ଅଭିଯୋଗ ହୋଇଛି। ବିଗତ ଦିନରେ କୁଟିଆ କନ୍ଧଙ୍କ ଚାଉଳ ହରିଲୁଟକୁ ନେଇ ଜିଲାରେ ଚର୍ଚ୍ଚା...

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ...

ଛାତ୍ର ବୋହିଲେ ଜାଳେଣି କାଠ

ରୂପସା,୨୭।୨(ଡି.ଏନ.ଏ.):ବିଦ୍ୟାଳୟରେ ସରକାରୀ ନିୟମକୁ ଉଲଂଘନ। ଶିକ୍ଷକ ଭୁଲିଗଲେ ସରକାରଙ୍କ କଟକଣା। ରୋଷେଇ ପାଇଁ ଛାତ୍ରମାନେ ବିଦ୍ୟାଳୟକୁ ବୋହୁଛନ୍ତି ଜାଳେଣି କାଠ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ...

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଟଙ୍କା, ସୁନା ଅଳଙ୍କାର, ଫୋନ୍‌

କେନ୍ଦୁଝର,୨୩ା୬(ସ୍ବ.ପ୍ର.): ସଦର ଥାନା ଅଞ୍ଜର (ସାନ ଘାଗରା) ନିକଟରେ ଏନ୍‌ଏଚ୍‌ ୪୯ରେ ସଶସ୍ତ୍ର ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ ସମ୍ବଲପୁରରୁ କେନ୍ଦୁଝର ଦେଇ ଭଦ୍ରକ...

Advertisement
Archives

Model This Week