ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି।

ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି ସାହି ଥାନା ପୋଲିସ କୌଣସି ପ୍ରକାର ସୂଚନା ପାଇଁ ମଙ୍ଗଳଘାଟ ଅଞ୍ଚଳରେ ଚଢାଉ କରିଥିଲା । ଏହି ଚଢାଉରେ ବ୍ରାଉନ୍‌ସୁଗାର ମାଫିଆ ସୁଜିତ ପଟ୍ଟନାୟକ ଗିରଫ କରି ପ୍ରାୟ ୩ କେଜି ଓଜନର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ତେବେ ଅଭିଯୁକ୍ତଙ୍କ ଘର କଣାସ ଥାନା କେସରପୁର ଗାଁରେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୟନ୍ତୀରେ ରାଜା ବାସୁଦେବ ସୁଢଳ ଦେବଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ

ଦେବଗଡ଼,୧୬ା୫(ଡି.ଏନ.ଏ):ଓଡିଆ ସାହିତ୍ୟ ପ୍ରସାର ଓ ପ୍ରଚାରର ମହାନ କର୍ଣ୍ଣଧାର ବାମଣ୍ଡା ରାଜା ସାର୍‌ ବାସୁଦେବ ସୁଢଳ ଦେବଙ୍କ ୧୭୦ତମ ଜନ୍ମ ଜୟନ୍ତୀ ଅବସରରେ ଦେବଗଡ଼ ଶ୍ରୀ...

ସାକ୍ଷୀଗୋପାଳ ଡାକ୍ତରଖାନାରୁ ବିଶୋଧନ ଆରମ୍ଭ

ସାକ୍ଷୀଗୋପାଳ,୨୮ା୩(ଡି.ଏନ୍‌.ଏ.)- କରୋନା ସତର୍କତା ପାଇଁ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଶୁକ୍ରବାର ବିଶୋଧନ କାମ ଆରମ୍ଭ ହୋଇଛି। ସଂକ୍ରମଣ ରୋକିବା ସହିତ ଡାକ୍ତରଖାନା ପରିସର ସ୍ବଚ୍ଛତା ନିମନ୍ତେ...

ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା...

ୟୁନିଟ୍‌ ମ୍ୟାନେଜରଙ୍କୁ କରୋନା ସମ୍ପର୍କରେ ସଚେତନ: ପାନ୍ଥନିବାସ ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରିକଲା ଓଟିଡିସି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଣ୍ଟା ଭିଡ଼ିଛି। ଓଟିଡିସି ଦ୍ୱାରା ପରିଚାଳିତ ହୋଟେଲଗୁଡ଼ିକ ଲାଗି ମଙ୍ଗଳବାର ସ୍ବତନ୍ତ୍ର ଆଡ୍‌ଭାଇଜରି ଜାରି...

ଗହୀରମଥାରେ ବିରଳ ପ୍ରଜାତିର ବଗ

ମହାକାଳପଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ...

ଦୋକାନୀ ମାନୁନାହାନ୍ତି ୧୪୪ ଧାରା

ଫୁଲବାଣୀ ଅଫିସ, ୧୯ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ମଙ୍ଗଳବାରଠାରୁ ଧାରା ୧୪୪ ଜାରି କରିଛି। ପ୍ରଚାର ଗାଡିରେ ମାଇକ...

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ...

ରସୁଲପୁର ବ୍ଲକ:୫ମାସରେ ୧୩ ଡେଙ୍ଗୁ ରୋଗୀ ଚିହ୍ନଟ; ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ତତ୍ପରତା

ରସୁଲପୁର,୧୩।୧୦(ଡିଏନଏ)- ଡେଙ୍ଗୁ ଏକ ବିପଦଜ୍ଜନକ ରୋଗ ହୋଇଥିବାବେଳେ ରସୁଲପୁର ବ୍ଲକରେ ୫ମାସରେ ସମୁଦାୟ ୧୩ଜଣ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ରୋଗ ଏଡିସ ମଶା...

Advertisement
Archives

Model This Week