ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ କଟର ସାହାଯ୍ୟରେ କଟାଯାଇ ମୃତଦେହକୁ ଉଦ୍ଧାର କରାଯାଇଛି । ମୃତକ ମାନେ ହେଲେ ଇନ୍ଫୋଭାଲି ଥାନା ଅଧୀନ ମଦନପୁର ପଞ୍ଚାୟତ କାଇମାଟିଆ ଅଞ୍ଚଳରେ।

ଖବର ଅନୁସାରେ, ଗଙ୍ଗପଡ଼ା ରାସ୍ତାକଡ଼ରେ କଣ୍ଟେନରକୁ ପଛରୁ ପିଟିଲା ଥାର୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ରହିଥିଲା ଯେ, ଥାର୍‌ ଗାଡ଼ି ସଂପୂର୍ଣ୍ଣ ଚୁର୍‌ମାର୍ ହୋଇଯାଇଛି । ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ଉଦ୍ଧାର କରାଯାଇ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଥାର୍ ବାରମ୍ବାର ଦୁର୍ଘଟଣା ଘଟାଉଥିବା ବେଳେ ଲୋକଙ୍କ ମନରେ ଛନକା ପଶିଛି ।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି

ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼…

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ…

କୁଏତ୍‌ର ନିଷ୍ପତ୍ତିରେ ବଢ଼ିଲା ପାକିସ୍ତାନର ଚିନ୍ତା, ଇରାନ ଯୁଦ୍ଧ ସମୟରେ ଏପରି ଘଟିଲା ​​ଯାହା…

କତାର,୮ା୩: ଇରାନରେ ବଢ଼ୁଥିବା ଯୁଦ୍ଧ ଏବେ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଅନେକ ତୈଳ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri