Posted inଖେଳ

ଭାରତୀୟ ମହିଳା ହକି ଦଳ ଖେଳାଳିଙ୍କୁ ୩ ଲକ୍ଷ ଲେଖାଏ ପୁରସ୍କାର

ଭୁବନେଶ୍ୱର, ୮। ୧୦(ସରୋଜ ଜେନା): ଏସିଆନ୍‌ ଗେମ୍ସ ୨୦୨୩ରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ ପାଇଁ ୩ ଲକ୍ଷ ଟଙ୍କାର ଅର୍ଥ ପୁରସ୍କାର ଘୋଷଣା କରିଛନ୍ତି। ଶୁଭେଚ୍ଛା ଜଣାଇବା ସହ ଏହା ଭାରତୀୟ ଦଳ ପାଇଁ ଅତ୍ୟନ୍ତ ଗର୍ବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭାରତୀୟ ବିଜୟ ଇତିହାସରେ ଏହା ଆଉ ଏକ ଫର୍ଦ୍ଦ ଭାବରେ ଯୋଡ଼ିହୋଇଛି ବୋଲି କହିବା ସହ ଭାରତୀୟ ହକିର ଭବିଷ୍ୟତ ଉଜ୍ଜ୍ୱଳ ବୋଲି ସେ କହିଛନ୍ତି। ପୂର୍ବରୁ ହକି ଇଣ୍ଡିଆ ପକ୍ଷରୁ ମହିଳା ଖେଳାଳିଙ୍କୁ ୩ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧.୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ହକିର ପ୍ରାୟୋଜକ ରହିଥିବା ଓଡ଼ିଶା ସରକାର ସ୍ବର୍ଣ୍ଣ ବିଜେତା ପୁରୁଷ ଦଳର ସମସ୍ତ ସଦସ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri