ଖାଦ୍ୟ ବିଷାକ୍ତରୁ ୩ ଭାଇଭଉଣୀଙ୍କ ଜୀବନ ଗଲା, ଦୁଇ ଗୁରୁତର

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କଚେଲି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଦ୍ୟ ବିଷାକ୍ତରୁ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଭଉଣୀ ଓ ଜଣେ ଭାଇ ରହିଛନ୍ତି। ଗୁରୁତର ଦୁଇଜଣଙ୍କ ମଧ୍ୟରେ ମା’ ଏବଂ ଝିଅ ଥିବା ଜଣାପଡ଼ିଛିା ଗୁରୁତର ମା’-ଝିଅଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଧିକ ତଥ୍ୟ ସଂଗ୍ରହ ପାଇଁ ଗ୍ରାମରେ ଡାକ୍ତରୀ ଟିମ୍‌ ପହଛି ପଚରା ଉଚରା କରୁଛନ୍ତି। ମୃତକମାନେ ହେଲେ ସୁକାନ୍ତି ମାଢ଼ି, ସୀତାରାମ ମାଢ଼ି ଓ ଅଳି ମାଢ଼ି।


Enter your email to get our daily news in your inbox.

All Right Reserved By Dharitri.Com

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?