ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୩ ଅଭିଯୁକ୍ତ ଗିରଫ

ଜଳେଶ୍ୱର,୨୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ ଗତ ୧୭ ତାରିଖରେ ଜଣେ ମହିଳାଙ୍କୁ ରାସ୍ତାରୁ ଟେକି ନେଇ ଗଣବଳାତ୍କାର ଘଟଣାରେ ପୋଲିସ ଉଦାସୀନ ରହିଥିବା...

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା...

କରୋନା ପ୍ରଭାବ: ମାର୍ଚ୍ଚ ୧୫ରୁ ୩୧ ଯାଏ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାରିଆଡ଼େ କରୋନା ଆତଙ୍କ। ଭାରତରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିବା ପରେ ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ...

ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ

ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ...

ଲଘୁଖଣିଜ ସମ୍ପଦ ଲୁଟ୍‌ ନେଇ ଜିଲାପାଳଙ୍କୁ ଭେଟିଲା ଭାଜପା

ବାରିପଦା ଅଫିସ, ୧୦ା୬- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ସମ୍ପଦ ଭରପୁର ଥିବା ବେଳେ ଏହାର ଠିକ୍‌ ଭାବରେ ଉପଯୋଗ କରା ନ...

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର...

ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ...

Advertisement


Archives

Model This Week

Why Dharitri