ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି।
ଖବରରୁ ଜଣାପଡିଛି, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲା ରାବାଘାଟ ଥାନା କସରଣ୍ଡା ଜଙ୍ଗଲରେ ଏକ ମାଓବାଦୀଙ୍କ କ୍ୟାମ୍ପ ଚାଲିଥିବା ଖବର ମିଳିବା ପରେ ଡିଆର୍‌ଜି, ସିଆରପିଏଫ୍‌ ଓ ଏସଏସବି-୩୩ ବାଟାଲିୟନ ପକ୍ଷରୁ କୋମ୍ବିଂ ଅପରେଶନ କରାଯାଇଥିଲା। ଜଙ୍ଗଲକୁ ପୋଲିସ ଆସିଥିବା ସୂଚନା ପାଇ ମାଓବାଦୀମାନେ ପ୍ରଥମେ ପୋଲିସ ଉପରକୁ ଗୁଳି ଚଳାଇଥିଲେ। ପରେ ପୋଲିସ ଏହାର ପ୍ରଭାବୀ ଜବାବ ଦେଇଥିଲା। ଫଳରେ ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟ ପରେ ତଲାସୀ ବେଳେ ଜଣେ ମହିଳା ମାଓବାଦୀଙ୍କ ସମେତ ୨ଜଣ ପୁରୁଷ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଥିଲା ବୋଲି ଏସଏସବି ଡିଆଇଜି ବି. ବିକ୍ରମନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri