ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।

ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ସିଆର୍‌ପିଏଫ୍‌ ଏବଂ ଡିଆର୍‌ଜି ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଯବାନଙ୍କ ଗୁଳିମାଡ଼ରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏପରିକି ଯବାନମାନେ ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ଜବତ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଯବାନଙ୍କ ପକ୍ଷରୁ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri