ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର ସ୍ବଧର୍ମକୁ ଫେରିଛନ୍ତି।

ସେମାନେ ପ୍ରାୟ ୪ବର୍ଷ ପୂର୍ବେ ହିନ୍ଦୁ ଧର୍ମ ପରିତ୍ୟାଗ କରି କିଛି ଲୋକଙ୍କ ସଂସ୍ପର୍ଶରେ ଆସି ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ। ସମୟକ୍ରମେ ସାହି ପଡ଼ୋଶୀ ଓ ବନ୍ଧୁବାନ୍ଧବଙ୍କ ମେଳରେ ବିଭିନ୍ନ ସାମାଜିକ ସମସ୍ୟା ଭିତରେ ଚଳିବା କଷ୍ଟକର ହୋଇ ପଡ଼ିବାରୁ ଶନିବାର ସେମାନେ ସ୍ବଇଚ୍ଛାରେ ଗ୍ରାମବାସୀଙ୍କ ସହଯୋଗରେ ହିନ୍ଦୁ ଧର୍ମକୁ ଫେରିଛନ୍ତି। ଗ୍ରାମ ମୁଖିଆ ଓ ଗ୍ରାମବାସୀଙ୍କ ଅନୁରୋଧକ୍ରମେ ଗ୍ରାମ ଦେହୁରୀ ସେମାନଙ୍କୁ ଶୌଚ ପରେ ଗ୍ରାମଦେବୀଙ୍କୁ ପୂଜାର୍ଚ୍ଚନା କରି ପଞ୍ଚାମୃତ ଦେଇ ହିନ୍ଦୁ ସମାଜରେ ଗ୍ରହଣ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri