Posted inଜାତୀୟ

ଟିଏମ୍‌ସି ନେତ୍ରୀ ନୀଳିମାଙ୍କ ସମେତ ପରିବାରର ୩ ଜଣଙ୍କୁ ହତ୍ୟା

କୋଲକାତା, ୭ା୪ ପଶ୍ଚିମବଙ୍ଗର କୁଚ୍‌ବିହାର ଜିଲା ଅନ୍ତର୍ଗତ ସିତଲକୁଚିଠାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତ୍ରୀ ନୀଳିମା ବର୍ମନ, ତାଙ୍କ ସ୍ବାମୀ ବିମଲ ବର୍ମନ ଓ ସେମାନଙ୍କ ଝିଅ ରୁନା ବର୍ମନଙ୍କୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ସେମାନଙ୍କର ଅନ୍ୟ ଜଣେ ଝିଅ ଇତି ବର୍ମନ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାକାଣ୍ଡ ମାମଲାରେ ୩ ଜଣଙ୍କୁ ଗିରଫ କରାଯାଇଥିବା କୁଚ୍‌ବିହାର ଅତିରିକ୍ତ ଏସ୍‌ପି ଅମିତ୍‌ ବର୍ମନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri