ପ୍ରକାଶ ପାଇଲା ଯୁକ୍ତ ୩ ମେଧା ତାଲିକା: ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ହେଲେ ୩୯,୮୮୪ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୭।୯(ବ୍ୟୁରୋ): ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ ୧୮,୭୧୭ ଛାତ୍ର ଏବଂ ୨ କିନ୍ନର ରହିଛନ୍ତି। କଳାରେ ୨୧,୦୪୧ଜଣ ଥିବାବେଳେ ସେଲ୍‌ଫ ଫାଇନାନ୍ସିଂରେ ୫୩୭, ବାଣିଜ୍ୟରେ ୩,୪୦୦, ଶାସ୍ତ୍ରୀରେ ୪୨୩, ଫିଜିକାଲ ସାଇନ୍ସରେ ୭,୭୦୭ ଓ ବାୟୋଲୋଜିକାଲ ସାଇନ୍ସରେ ୬,୭୭୬ ଜଣ ଛାତ୍ରୀଛାତ୍ର ରହିଛନ୍ତି। ଏମାନେ ଆସନ୍ତା ୧୯ ତାରିଖ ଅପରାହ୍ନ ୫ଟାରେ ମଧ୍ୟରେ ନାମ ଲେଖାଇବେ। ୨୦ତାରିଖ ଅପରାହ୍ନ ୨ଟାରେ ସାମ୍ସ ୱେବ୍‌ସାଇଟ୍‌ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ଇ-ସ୍ପେସ୍‌ରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri