ଇବ୍‌ ନଦୀରେ ଭାସିଗଲେ ୩ ନାବାଳକ

ସୁନ୍ଦରଗଡ଼,୯ା୩: ସୁନ୍ଦରଗଡ଼ ସହର ସେମିନାରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଇବ୍‌ ନଦୀରେ ଭାସି ଯାଇଛନ୍ତି ୩ ନାବାଳକ। ପରିବାର ସହ ଭୋଜି କରିବାକୁ ଆସି ଏହି ୩ ନାବାଳକ ଚୋରାବାଲିରେ ଫସି ଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଉନ୍ମୋଚିତ

ଭୁବନେଶ୍ୱର,୧୧।୨: ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଜି ଲୋକସଭା ଭବନସ୍ଥିତ...

ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ

ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ...

କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

କୋଳଶୂନ୍ୟ ହୋଇଗଲା ମାଆ: ପାଳ କୁଡ଼ିଆରେ ନିଆଁଲାଗି ୨ ଝିଅପୁଅ ଜୀବନ୍ତ ଦଗ୍ଧ

ଲାଞ୍ଜିଗଡ଼, ୧୧/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା I...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ...

ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ...

ଓଡ଼ିଶାରେ ବିବାହ ବିଚ୍ଛେଦ ରୋକିବେ ରାଜ୍ୟ ସରକାର: ଲାଗୁ କରିବେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଭୁବନେଶ୍ୱର,୧୧।୨: ଓଡିଶାରେ ଛାଡପତ୍ରର ସଂଖ୍ୟାକୁ ରୋକିବା ଉଦ୍ଦେଶ୍ୟରେ ଦମ୍ପତିଙ୍କ ପାଇଁ ବୈବାହିକ ପରାମର୍ଶ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା...

ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଜାଣନ୍ତୁ ଝିଅଙ୍କୁ କେତେ ?

ଭୁବନେଶ୍ୱର,୧୧।୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri