ପ୍ୟାରିସ୍,୩ା୮:ମାତୃତ୍ୱ ଲାଭ କରିବା ପରେ କ୍ରୀଡ଼ାବିତମାନଙ୍କ କ୍ୟାରିୟର ସାଧାରଣତଃ ପଛେଇ ଯାଇଥାଏ। ତେବେ ଚଳିତ ପ୍ୟାରିସ୍ ଅଲିମ୍ପିକ୍ସରେ ମାତୃତ୍ୱ ଲାଭ କରିଥିବା ୩ ଜଣ ଖେଳାଳି ରୋଇଂ ଇଭେଣ୍ଟରେ ପୋଡିୟମରେ ଛିଡ଼ା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ବ୍ରିଟେନ୍ର ହେଲେନ୍ ଗ୍ରୋଭର, ନ୍ୟୁଜିଲାଣ୍ଡର ଲୁସି ସ୍ପୁର୍ସ ଓ ବ୍ରୁକ୍ ଫ୍ରାନ୍ସିସ ଏହି ନିଆରା କୃତିତ୍ୱ ହାସଲ କରିଛନ୍ତି।
ବ୍ରିଟେନର ଭେଟେରାନ୍ ହେଲେନ୍ ଗ୍ରୋଭର ୩ଟି ସନ୍ତାନର ମା’। ଓମେନ୍ସ ୪ ଇଭେଣ୍ଟରେ ରୌପ୍ୟ ବିଜୟୀ ଇଂଲଣ୍ଡ ଦଳର ସେ ଅନ୍ୟତମ ସଦସ୍ୟ। ସେହିପରି ଲୁସି ସ୍ପୁର୍ସ ଓ ବ୍ରୁକ୍ ଫ୍ରାନ୍ସିସ ନ୍ୟୁଜିଲାଣ୍ଡ ଡବଲ୍ ସ୍କଲ୍ ଦଳର ସଦସ୍ୟ ଭାବରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲେ। ଉଭୟ ବିଜୟୀ ହେବା ପରେ ଡଗ୍ଆଉଟରେ ନିଜ ଛୁଆଙ୍କ ସହ ସମୟ ବିତାଉଥିବା ଦେଖିବାକୁ ମିଳିଥିଲା। ଲୁସି ସ୍ପୁର୍ସ ଓ ବ୍ରୁକ୍ ଫ୍ରାନ୍ସିସ ଅଭ୍ୟାସ ସମୟରେ ନିଜ ଶିଶୁମାନଙ୍କ ଲୋରି ଶୁଣୁଥିବା ପ୍ରକାଶ କରିଛନ୍ତି।
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
Archives

