ଦିଲ୍ଲୀପ ହତ୍ୟା ଘଟଣାରେ ବନ୍ଧା ହେଲେ ଆଉ ୩ ଅଭିଯୁକ୍ତ, ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପିଙ୍କ ସୂଚନା

ଛତ୍ରପୁର /ଖଲ୍ଲିକୋଟ,୩।୬ (ଦିଲୀପ କୁମାର ସାମଲ/ ପ୍ରଶାନ୍ତ କୁମାର ମିଶ୍ର/ସନ୍ତୋଷ ପାଢ଼ୀ): ଗତ ୧୫ ତାରିଖ ଦିନ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଘଟିଥିବା ହିଂସା ଘଟଣାରେ ପୂର୍ବରୁ ୧୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଏବେ ଆଉ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ଗଞ୍ଜାମ ଏସ୍‌ପି ଜଗମୋହନ ମିନା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି l ଏବେ ଗିରଫ ହୋଇଥିବା ୩ ଜଣ ହେଲେ ଲୋଙ୍ଘର ଗ୍ରାମର ରାଜା ତରାଇ,ବିନୟ ତରେଇ, ରାମଚନ୍ଦ୍ରପୁର ଗ୍ରାମର କୋକନ ନାହାକ। ଖଲ୍ଲିକୋଟ ଥାନା ପୋଲିସ ଏମାନଙ୍କୁ ବାଙ୍ଗାଲୁରୁରୁ ଗିରଫ କରିଥିବା ନେଇ ଏସ୍‌ପି ଶ୍ରୀ ମିନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଏହା ସହ ତଦନ୍ତ ଜାରି ରହିଛ। ଘଟଣାରେ ପ୍ରତ୍ୟେକ୍ଷ ବା ପରୋକ୍ଷ ଭାବେ ସମ୍ପୃକ୍ତ ଥିବା ଅପରାଧୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସପି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri