ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୨: ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି। ଗୁରୁବାର ରାଜ୍ୟରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମସ୍ତ ଆକ୍ରାନ୍ତ ଆଇସୋଲେଶନରେ ଅଛନ୍ତି। ତେବେ ଆକ୍ରାନ୍ତଙ୍କୁ ନେଇ କେହି ଆତଙ୍କିତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ…

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri