କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ,: ବଦଳିଲା ଦୋକାନ ବନ୍ଦ ସମୟସୀମା

କେନ୍ଦୁଝର,୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଜଣେ କରୋନା ଯୋଦ୍ଧାଙ୍କ ସମେତ ୩ କରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କବିତ୍ର ଗ୍ରାମରେ ପୂର୍ବରୁ ଚିହ୍ନଟ ଜଣେ ରୋଗୀଙ୍କ ଲୋକାଲ କଣ୍ଟାକ୍ଟରେ ଆସିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। କରନା ଯୋଦ୍ଧା ଯେଉଁଠି କାମ କରୁଥିଲେ ସେସବୁ ସ୍ଥାନ ସିଲ୍‌ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଉଛି। କେନ୍ଦୁଝର ସହରରେ ଶଟଡାଉନ୍‌ ହେବ ନାହିଁ। ଅଣ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଓ ମାର୍କେଟ କମ୍ପ୍ଲେକ୍ସଗୁଡ଼ିକ ବନ୍ଦ ସମୟ ଦିନ ୨ଟା ଧାର୍ଯ୍ୟ କରାଯାଇଛି ବୋଲି ଜିଲାପାଳ ଆଶୀଷ ଠାକ୍‌ରେ ପ୍ରେସ ମିଟ୍‌ରେ କହିଛନ୍ତି। ରବିବାର ଚିହ୍ନଟଙ୍କୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫ରେ ପହଞ୍ଚି ଥିବା ବେଳେ ୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୭ଜଣ ଏବେ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍‌ତମା’

ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା...

କୋଭିଡ ହସ୍ପିଟାଲ ପ୍ରତିଷ୍ଠାକୁ ବିରୋଧ କରି ୨ଗିରଫ

ଝାରସୁଗୁଡା ଅଫିସ,୩୦ା୩: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ହସ୍ପିଟାଲମାନ ପ୍ରତିଷ୍ଠା କରାଯାଉଛି। ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର...

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି...

ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର

ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍‌ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ...

ତହସିଲ କାର୍ଯ୍ୟାଳୟ ଘେରିଲେ ଫନୀ ସହାୟତାରୁ ବଞ୍ଚିତ ଚାଷୀ

ତିହିଡ଼ି,୨୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କାଁପଡ଼ା ପଞ୍ଚାୟତର ଫନୀ କ୍ଷତିଗ୍ରସ୍ତ ଚାଷୀମାନେ ସୋମବାର ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ପ୍ରଶାସନ ପକ୍ଷରୁ...

ଗଞ୍ଜାମରେ ଧିମେଇଛି ଚାଷୀ ପଞ୍ଜିକରଣ : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅବଧି ବୃଦ୍ଧି ଦାବି

ଛତ୍ରପୁର,୨୬।୮(ଡି.ଏନ୍‌.ଏ.): ଧାନ ବିକିବା ନେଇ ଚାଷୀଙ୍କ ନାମ ଅନଲାଇନ୍‌ ପଞ୍ଜିକରଣ ଅବଧି ଚଳିତ ମାସ ୩୧ ତାରିଖରେ ସରିବ । ଅପରପକ୍ଷରେ କରୋନା କଟକଣା ନେଇ...

ବିଡୋ ପଞ୍ଚାୟତରେ ୩୨.୨୭ ଲକ୍ଷର ଦୁର୍ନୀତି

ଓଡ଼ାପଡ଼ା, ୧୯ା୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବିଡୋ ପଞ୍ଚାୟତରେ ବଡ଼ଧରଣର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସରପଞ୍ଚ ଭଗବାନ ସାହୁଙ୍କୁ ଗୁରୁବାର ଗିରଫ...

ସଚେତନତା ଅଭାବରୁ ବଢ଼ୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୯।୬(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସଚେତନତା ଅଭାବ ଓ ଯାତ୍ରୀ ପରିବହନରେ ଅବ୍ୟବସ୍ଥା ଯୋଗୁ ଦୁର୍ଘଟଣା ବଢ଼ୁଛି। କେଉଁଠି ବସ୍‌ରେ ଆବଶ୍ୟକତା ଠାରୁ ଅଧିକା ଯାତ୍ରୀ...

Coronavirus Update


Archives

Model This Week

Why Dharitri