ଆହୁରି ୩ ଦିନ ଖରା, ୧୫ରୁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରବିବାରଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଖରାର ପ୍ରକୋପ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି।

ତେବେ ୧୫ରୁ ରାଜ୍ୟରେ ପାଗ ପୁଣି ମେଘୁଆ ରହିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ବି ରହିଛି। ୧୬ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ,  କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri