କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି।
୩ ମୃତକଙ୍କ ମଧ୍ୟରୁ ୨ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ଜଣେ ଖୋର୍ଦ୍ଧାର। ତେବେ ୩ଜଣ ଯାକ ପୁରୁଷ। ଖୋର୍ଦ୍ଧା ଜିଲାର ମୃତକ ଜଣଙ୍କ ୭୨ ବର୍ଷୀୟ । ସେହିପରି ଗଞ୍ଜାମ ଜିଲାର ମୃତକ ଦ୍ୱୟ ଯଥାକ୍ରମେ ୬୫ ଓ ୮୬ ବର୍ଷ। ୬୫ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଡାଇବେଟିସରେ ପୀଡିତ ଥିଲେ। ଅନ୍ୟ ବୃଦ୍ଧ ଜଣଙ୍କ ଉଚ୍ଚ ରକ୍ତଚାପରେ ଆକ୍ରାନ୍ତ ଥିଲେ।
ଏହାକୁ ମିଶାଇ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ଏହି ସଂଖ୍ୟା ୧୩ ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri