ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ମୋଟ୍ ୮ଟି ଗେଟ୍ ଦେଇ ଏବେ ଜଳ ନିଷ୍କାସନ ହେଉଛି।
ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ମୋଟ୍ ୮ଟି ଗେଟ୍ ଦେଇ ଏବେ ଜଳ ନିଷ୍କାସନ ହେଉଛି।
ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…
ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…
ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…
ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…
ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…
ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…
ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…
ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍ ଗୁମୁଡ଼ା ଏସ୍ଏସ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…