ପାଓ୍ବାର ଗ୍ରୀଡ୍‌କୁ ଆଉ ୩ ଏସ୍‌ପିଭି

ନୂଆଦିଲ୍ଲୀ,୫।୪: କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ମହାରତ୍ନ ସିପିଏସ୍‌ୟୁ ପାଓ୍ବାର ଗ୍ରୀଡ୍‌ (ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ)କୁ ନିକଟରେ ଆଉ ୩ଟି ସ୍ପେଶାଲ ପରପଜ ଭେହିକିଲ (ଏସ୍‌ପିଭି) ମିଳିଛି। ବିଶେଷ କରି ବହୁ ପ୍ରତିଯୋଗିତା ଓ ନିୟମକାନୁନ ମଧ୍ୟରେ ପାଓ୍ବାର ଗ୍ରୀଡ୍‌ ଉକ୍ତ ୩ଟି ଏସ୍‌ପିଭିକୁ ହାସଲ କରିବାରେ ସକ୍ଷମ ହୋଇଛି। ଏପରିକି ଉକ୍ତ ଏସ୍‌ପିଭିଗୁଡ଼ିକ ବିଭିନ୍ନ ସଞ୍ଚାରଣ ବ୍ୟବସ୍ଥା ପ୍ରକଳ୍ପ କ୍ଷେତ୍ରରେ ବ୍ୟବହାର କରାଯିବ ବୋଲି ପାଓ୍ବାର ଗ୍ରୀଡ୍‌ ପକ୍ଷରୁ କୁହାଯାଇଛି।

ସେହିଭଳି ଘରୋଇ କ୍ଷେତ୍ରର ବିଭିନ୍ନ କମ୍ପାନୀଙ୍କ ସହ ପ୍ରତିନ୍ଦ୍ୱନ୍ଦ୍ୱିତା ପରେ ପିଏଫସି କନସଲଟିଂ ଲିମିଟେଡ ଦ୍ୱାରା କରାଯାଇଥିବା ଟାରିଫ ବେସ୍‌ଡ କମ୍ପିଟିଟିଭ ବିଡିଂ (ଟିବିସିବି) ପ୍ରକ୍ରିୟାରେ ପାଓ୍ବାର ଗ୍ରୀଡ ଉକ୍ତ ଏସପିଭିକୁ ହାସଲ କରିଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ ଉକ୍ତ ୩ ଏସ୍‌ପିଭି ଯଥା ଭାଦଲା ସିକର ଟ୍ରାନ୍ସମିଶନ ଲିମିଟେଡ, ଧରମଜଇଗଡ ଟ୍ରାନ୍ସମିଶନ ଲିମିଟେଡ ଏବଂ ରାୟପୁର ପୁଲ ଧାମତାରି ଟ୍ରାନ୍ସମିଶନ ଲିମିଟେଡ ସାମିଲ ରହିଛି। ଏପରିକି ଉପରୋକ୍ତ ଏସ୍‌ପିଭିଗୁଡ଼ିକ ସଞ୍ଚାରଣ ବ୍ୟବସ୍ଥା ପ୍ରକଳ୍ପଗୁଡ଼ିକ ବିଶେଷକରି ଶିଳ୍ପ, ପରିବାର ଏବଂ ବ୍ୟବସାୟିକ ସଂସ୍ଥାଗୁଡିକୁ ଆବଶ୍ୟକ ବିଦ୍ୟୁତଶକ୍ତି ଯୋଗାଣ କରିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri