ଓଡ଼ିଶା ଆସିବେ ଆଉ ୩ ମହାବଳ

ଭୁବନେଶ୍ୱର,୨ା୧: ଓଡ଼ିଶା ଆସିବେ ଆଉ ୩ ମହାବଳ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହି ୩ ବାଘ ଓଡ଼ିଶା ଆସିବା ପରେ ତାଙ୍କୁ ଡେବ୍ରିଗଡ଼ ଅଭୟାରଣ୍ୟରେ ଛଡ଼ାଯିବ। ୫ ମହାବଳରୁ ଯମୁନା, ଜିନ୍ନତ ଆସିସାରିଛନ୍ତି। ଏବେ ଆଉ ୩ ଆସିବା ପାଉଁ ବିଚାର ବିମର୍ଷ ଚାଲିଛି।

ମନ୍ତ୍ରୀ କହିଛନ୍ତି, ଜିନ୍ନତ ଏବେ ଶିମିଳିପାଳ ଏନ୍‌କ୍ଲୋଜରରେ ଅଛି । ଜିନତ ବର୍ତ୍ତମାନ ସୁସ୍ଥ ଅଛି । ଜଳକ୍ରୀଡ଼ା କରୁଛି । ସ୍ବାଭାବିକ ଭାବେ ଖାଦ୍ୟ ଖାଉଛି। ଏମାନେ ଖାପ ଖୁଆଇଲା ପରେ ଆଉ ୩ ବାଘକୁ ଆଣିବା ପାଇଁ ସରକାର ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?