ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି । ରାଜ୍ୟ ସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍ ଓଡ଼ିଶାରୁ ନବନିର୍ବାଚିତ ୩ ଏମପିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ହେଲେ ଆଜି ସୁଜିତ କୁମାର କାହିଁକି ଶପଥ ନେଲେ ତାହା ସ୍ପଷ୍ଟ ହୋଇପାରି ନାହିଁ  ।

କହିରଖୁଛୁ କି, ଓଡ଼ିଶାର ୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ମାର୍ଚ୍ଚ ୧୬ରେ ନିର୍ବାଚନ ହୋଇଥିବା ବେଳେ ଫଳାଫଳ ମଧ୍ୟ ଘୋଷଣା ହୋଇଥିଲା । ନିର୍ବାଚନରେ ଭାଜପା ପକ୍ଷରୁ ରାଜ୍ୟ ସଭାପତି ମନମୋହନ ସାମଲ, ସୁଜିତ କୁମାର ଜିତିଥିବା ବେଳେ ଭାଜପା ସମର୍ଥିତ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲୀପ ରାୟ ମଧ୍ୟ ବାଜି ମାରିଥିଲେ । ସେହିପରି ବିଜେଡି ପକ୍ଷରୁ ସଂତୃପ୍ତ ମିଶ୍ର ଜିତିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri