ଭୁବନେଶ୍ୱର,୧୮।୧୧:ରାଜ୍ୟର ଅଗ୍ରଣୀ ସାଲୁନ ଚେନ୍ ଇଣ୍ଡଲଜ୍ର ଚାହିଦା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଇଣ୍ଡଲଜ୍ର ଆଉ ୩ଟି ନୂତନ ସାଲୁନ୍ର ଶୁଭାରମ୍ଭ ହୋଇଯାଇଛି। ଭୁବନେଶ୍ୱରର ଉତ୍କଳ କନିକା ଗ୍ୟାଲେରିଆ ମଲ୍, ନୀଳାଦ୍ରି ବିହାର ଏବଂ ଜାଗମରାଠାରେ ଉକ୍ତ ସାଲୁନ୍ ଉଦ୍ଘାଟିତ ହୋଇଯାଇଛି। ଏପରିକି ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍ ଅଭିନେତା ଅଫ୍ତାବ୍ ଶିବଦାସାନି, ଇଣ୍ଡଲଜ୍ର ପ୍ରତିଷ୍ଠାତା ସୁକୀର୍ତ୍ତି ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅପରପକ୍ଷରେ ଉକତ୍ଳ କନିକା ଗ୍ୟାଲେରିଆ ମଲ୍ରେ ଖୋଲାହୋଇଥିବା ସାଲୁନ୍ର ଫ୍ରାଞ୍ଚାଇଜ୍ ମାଲିକ ଲୀତା ପଟ୍ଟନାୟକ, ଜାଗମରା ସାଲୁନ୍ର ଅପର୍ଣ୍ଣା ସ୍ବାଇଁ, ସ୍ବପ୍ନା ସ୍ବାଇଁ ଓ ନୀଳାଦ୍ରି ବିହାର ସାଲୁନ୍ର ଗାଭାସ୍କର ସ୍ବାଇଁ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଆଫ୍ତାବ୍ ସମସ୍ତ ଉପସ୍ଥିତ ଦର୍ଶକଙ୍କ ସହ ନିଜର ଅନୁଭୂତି ବାଣ୍ଟିବା ସହ ବିୟୁଟି ଇଣ୍ଡଷ୍ଟ୍ରିରେ ନୂତନ ଉଦ୍ୟୋଗୀଙ୍କ ଯୋଗଦାନ ସହ ଇଣ୍ଡଲଜ୍କୁ ପ୍ରଶଂସା କରିଥିଲେ। ଅନେକ ମହିଳା ଉଦ୍ୟୋଗୀଙ୍କ ପାଇଁ ପ୍ରେରଣା ହୋଇଥିବାରୁ ସେ ସୁକୀର୍ତ୍ତି ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଥିଲେ। ଆସନ୍ତା ୨ବର୍ଷରେ ୩୦ଟି ନୂତନ ଆଉଟ୍ଲେଟ୍ ଖୋଲିବା ସହ ସୁକୀର୍ତ୍ତି ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ସୂଚନା ଦେଇଛନ୍ତି। ଇଣ୍ଡଲଜ୍ରେ ଆରମ୍ଭ ହୋଇଥିବା ଅତ୍ୟାଧୁନିକ ଉପତ୍ାଦ ଓ ଉକତ୍ୃଷ୍ଟ ସେବା ନିମନ୍ତେ ମିଳିଥିବା ଜବରଦସ୍ତ ପ୍ରତିକ୍ରିୟା ପାଇଁ ସେ ଗ୍ରାହକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଅଟକି ରହିବ ଆପଣଙ୍କ ଟଙ୍କା
ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...
ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ
ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...
୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍, ହେବେ କୋଟିପତି!
ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...
ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
Archives


