ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର…

ଓ୍ବାଶିଂଟନ,୫।୧୦: ପଦାର୍ଥ ବିଜ୍ଞାନରେ ୨୦୨୧ରେ ୩ ଜଣ ବୈଜ୍ଞାନିକଙ୍କୁ ଉଲ୍ଲେଖନୀୟ ଅବଦାନ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବାକୁ ମଙ୍ଗଳବାର ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଜାପାନର ସୋୟୁକୁରୁ ମାନାବେ, ଜର୍ମାନୀର କ୍ଲାଉସ୍‌ ହାସେଲମାନ୍ନ ଏବଂ ଇଟାଲୀର ଜିଓର୍ଜିଓ ପାରିସି ରହିଛନ୍ତି।

ଜଟିଳ ଭୌତିକ ପ୍ରଣାଳୀ ଉପରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ମିଳିତ ଭାବେ ସେମାନଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ।

ନାମ ଘୋଷଣା କରି ବିଚାରକ ମଣ୍ଡଳୀ ପକ୍ଷରୁ କୁହାଯାଇଛି ଯେ, ମାନାବେ ପରିବେଶରେ ବୃଦ୍ଧି ହେଉଥିବା ଅଙ୍ଗାରକାମ୍ଳ ଦ୍ୱାରା କିଭଳି ବିଶ୍ୱ ତାପନ ବୃଦ୍ଧି ପାଉଛି ସେ ନେଇ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଏହା ସମ୍ପ୍ରତିକ ଜଳବାୟୁ ସୁଧାରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଫେଲ ହୋଇଗଲା ଇଞ୍ଜିନ

ଡେନଭର(ଆମେରିକା), ୨୧।୨: ଆମେରିକାର ଡେନଭର ବିମାନ ବନ୍ଦରରୁ ୨୩୧ ଯାତ୍ରୀ ଓ ୧୦ କ୍ରୁ ମେମ୍ବରଙ୍କୁ ନେଇ ହାଓ୍ବାଇ ଅଭିମୁଖେ ଶନିବାର ଉଡ଼ାଣ ଆରମ୍ଭ କରିଥିଲା...

କୋଭିଡ୍‌-୧୯ ମାନବ ଜାତିର ଶତ୍ରୁ: ଡବ୍ଲ୍ୟୁଏଚ୍‌ଓ

ଜେନେଭା/ବର୍ଲିନ,୧୯ା୩ (ଏଏଫ୍‌ପି): କାରୋନା ଭୂତାଣୁ ସାରା ମାନବ ଜାତିର ଶତ୍ରୁ ବୋଲି କହିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ୍‌। ତେଣୁ...

ପାକ୍‌ ଜେଲରେ ୨୮୨ ଭାରତୀୟ

ଇସ୍‌ଲାମାମାଦ,୨ା୧(ପି.ଟି.): ପାକିସ୍ତାନର ଜେଲ୍‌ଗୁଡ଼ିକରେ ୨୮୨ ଭାରତୀୟ ବନ୍ଦୀ ରହିଛନ୍ତି। ପାକିସ୍ତାନ ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଥିବା କଏଦୀଙ୍କ ତାଲିକାରୁ ଏହା ଜଣାପଡ଼ିଛି। ଉଭୟ ଦେଶ ପରସ୍ପରକୁ...

ଅଷ୍ଟ୍ରେଲିଆରେ ଟିକ୍‌ଟକ୍‌ ମନା

ସିଡ୍‌ନୀ,୯।୭: ସାଇଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟରେ ପ୍ରକାଶିତ ଏକ ଖବର ଅନୁଯାୟୀ ଏବେ ଭାରତ ପରେ ଅଷ୍ଟ୍ରେଲିଆରେ ମଧ୍ୟ ଟିକ୍‌ଟକ୍‌କୁ ବ୍ୟାନ କରିବାକୁ ପ୍ରସ୍ତାବ ଦିଆଯାଇଛି।...

ରୁଷିଆ ସୈନ୍ୟଙ୍କ କବଳରୁ ମୁକ୍ତ ହେଲା ସୁମି ଅଞ୍ଚଳ

କ୍ୱିଭ୍‌,୮।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୪୪ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ଇତିମଧ୍ୟରେ, ୟୁକ୍ରେନ...

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ...

ନୂଆ ଭାରିଏଣ୍ଟ ଚିହ୍ନିବାରୁ ମିଳିଲା ଦଣ୍ଡ: ଦକ୍ଷିଣ ଆଫ୍ରିକା

କେପଟାଉନ,୨୮ ।୧୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏବେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଛି କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ।...

ଷ୍ଟକ୍‌ ମାର୍କେଟରେ ବୁଡ଼ିଗଲା ଅର୍ଥ, ପରେ ଏମିତି ପଦକ୍ଷେପ ନେଲେ ଫ୍ୟାକ୍ଟ୍ରି କର୍ମଚାରୀ

ବେଜିଂ,୧।୪: ଚାଇନାର ଜଣେ ଫ୍ୟାକ୍ଟ୍ରି କର୍ମଚାରୀ ଆତ୍ମହତ୍ୟା କରିଛନ୍ତି। କାରଣ ଏହି କର୍ମଚାରୀ ଜଣକ ଷ୍ଟକ୍‌ ମାର୍କେଟରେ ୬ ଲକ୍ଷ ଟଙ୍କା ହରାଇଥିଲେ। ଏହା ପରେ...

Advertisement
Archives

Model This Week