Posted inଜାତୀୟ

ସିବିଆଇ ମୁଖ୍ୟ ଲାଗି ସଂକ୍ଷିପ୍ତ ତାଲିକାରେ ୩ ଅଧିକାରୀ

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ମୁଖ୍ୟ ଚୟନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନ ବିଚାରପତି ଏନ୍‌.ଭି. ରମାନା ଏବଂ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଯୋଗ ଦେଇଥିଲେ। ଏଥିରେ ୩ ଜଣଙ୍କ ନାମ ଶର୍ଟଲିଷ୍ଟ ହୋଇଛି। ତେବେ ଚୟନ ପ୍ରକ୍ରିୟାକୁ ନେଇ ଅଧୀର ପ୍ରତିବାଦ ଜଣାଇଥିଲେ। ସଂକ୍ଷିପ୍ତ ତାଲିକାରେ ଥିବା ଅଧିକାରୀମାନେ ହେଲେ ଉତ୍ତରପ୍ରଦେଶ ପୋଲିସ ଡିଜି ଏଚ୍‌.ସି. ଅଓ୍ବସ୍ତି, ସଶସ୍ତ୍ର ସୀମା ବଳ ମହାନିର୍ଦ୍ଦେଶକ କେ.ଆର୍‌. ଚନ୍ଦ୍ରା ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସ୍ବତନ୍ତ୍ର ସଚିବ (ଆଭ୍ୟନ୍ତରୀଣ ସୁରକ୍ଷା) ଭି.ଏସ୍‌.କେ. କୌମୁଦୀ।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଦୋଷ କରିଛି ଦଣ୍ଡବିଧାନ କରାଯାଉ: ହେମନ୍ତ ସୋରେନ…

ରାଞ୍ଚି,୧୫।୧୦ : ଯଦି ଦୋଷ କରିଛି ତେବେ ମୋତେ ଦଣ୍ଡବିଧାନ କରାଯାଉ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି । ରାଞ୍ଚିଠାରେ ଶନିବାର ଏକ...

ଅମରନାଥ ଯାତ୍ରା ପାଇଁ ଏପ୍ରିଲରୁ ଆରମ୍ଭ ହେବ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌

ଶ୍ରୀନଗର,୧୫।୨: ଅମରନାଥ ଯାତ୍ରାର ଶୁଭାରମ୍ଭ ଜୁନ୍‌ ୨୩ରେ ହେବ। ଏହି ଯାତ୍ରା ଜୁନ୍‌ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ। ଶୁଭ ଦିନକୁ...

ସୁରକ୍ଷାକର୍ମୀଙ୍କୁ ସଫଳତା: ସୋପୋରରୁ ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ସୋପୋର ଅଞ୍ଚଳରୁ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ୩ ଜଣ...

ପୁଣି ଅର୍ପିତାଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

କୋଲକତା,୨୭।୭: ପଶ୍ଚିମବଙ୍ଗ ଶିକ୍ଷକ ଦୁର୍ନୀତି ମାମଲାରେ ଗିରଫ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଅଡୁଆ ବଢିବାରେ ଲାଗିଛି। ବୁଧବାର ଇଡି ଟିମ୍‌ ତାଙ୍କ...

ପଶ୍ଚିମବଙ୍ଗ, ଆସାମରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ବଢିଲା ଭୋଟ ହାର

କୋଲକାତା/ଗୁଆହାଟି,୨୭।୩: ପଶ୍ଚିମବଙ୍ଗ ଓ ଆସାମ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା...

ମମତାଙ୍କ ସୁରକ୍ଷା ନିର୍ଦ୍ଦେଶକ ନିଲମ୍ବିତ

କୋଲକାତା,୧୪।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ସହ ହୋଇଥିବା ଦୁର୍ଘଟଣା ଘଟଣାରେ ନୂଆ ମୋଡ ଆସିଛି। ଏହି ମାମଲାରେ ନିର୍ବାଚନ ଆୟୋଗ...

‘ବୀର ବାଲ୍‌ ଦିବସ’ ପାଳନ ପାଇଁ ଘୋଷଣା…

ନୂଆଦିଲ୍ଲୀ, ୯।୧: ଏଣିକି ଡିସେମ୍ବର ୨୬ରେ ପାଳନ ‘ବୀର ବାଲ୍‌ ଦିବସ’ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏନେଇ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି...

ପୁନିତଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କୁ ସୁରକ୍ଷା ଲୋଡା

ବେଙ୍ଗାଲୁରୁ,୭।୧୧: କନ୍ନଡ ଅଭିନେତା ପୁନିତ ରାଜକୁମାରଙ୍କ ଅକାଳ ବିୟୋଗକୁ ସପ୍ତାହରେ ଊର୍ଦ୍ଧ୍ୱ ସମୟ ବିତି ସାରିଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏହାକୁ ସହଜେ ଗ୍ରହଣ କରିପାରୁ...

Advertisement
Archives

Model This Week