Odisha Elections 2024

ବଦଳିଲେ ୩ ଅଧିକାରୀ

ଗଞ୍ଜାମ,୯ା୧୦(ବିଦ୍ୟାଧର ସାହୁ): ଗଞ୍ଜାମରୁ ଏନ୍‌ଏସି ଇଓ ଅବିନାଶ ମିଶ୍ର, ବିଡିଓ ଜସ୍ମିନ ପ୍ରଧାନ ଏବଂ ତହସିଲଦାର ଅରୁଣ କୁମାର ନାୟକ ତିନି ପ୍ରମୁଖ ଅଧିକାରୀଙ୍କ ବଦଳି ହୋଇଛି। ଇଓ ମିଶ୍ର ନଗର ଉନ୍ନୟନ ବିଭାଗକୁ ବଦଳି ହୋଇଥିବା ବେଳେ ତହସିଲଦାର ନାୟକ ବିଡିଏ ଲ୍ୟାଣ୍ଡ ଅଫିସର ଭାବେ ଭୁବନେଶ୍ୱରକୁ ବଦଳି ହୋଇଥିବା ଜଣାପଡ଼ିଛି। ଗଞ୍ଜାମ ଏନ୍‌ଏସିରେ ଇଓ ଭାବେ ଛତ୍ରପୁର ଏନ୍‌ଏସି ଇଓ ଦାୟିତ୍ୱ ନେବେ ବୋଲି ଜଣାପଡିଛି। ଗୋଟିଏ ଦିନରେ ବିଡିଓ, ଇଓ ଏବଂ ଥାନା ଅଧିକାରୀ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଥାନା ଆଇଆଇସି ଏକ ମାସ ହେବ ବଦଳି ହୋଇଯାଇଥିଲେ ଆଉ ଗୋଟିଏ ଦିନରେ ଇଓ ଓ ବିଡିଓ ବଦଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri