ଆଇଏଏସ୍‌ ପଦବୀକୁ ଉନ୍ନିତ ହେଲେ ୩ ଓଏଫଏସ୍‌ ଅଫିସର, ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଓଡ଼ିଶା ଅର୍ଥ ସେବା(ଓଏଫ୍‌ଏସ୍‌)ର ୩ ବରିଷ୍ଠ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ଉନ୍ନୀତ କରାଯାଇଛି। ସେମାନେ ହେଲେ ଡ. ସତ୍ୟପ୍ରିୟ ରଥ, ଦୀପଙ୍କର ମହାପାତ୍ର ଓ ପ୍ରଣତି ଛୋଟରାୟ। ମଙ୍ଗଳବାର ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ସମ୍ପୃକ୍ତ ଅଫିସରଙ୍କୁ ୨୦୨୦ ସିଲେକ୍ଟ ତାଲିକାରେ ସାମିଲ କରାଯାଇଛି। ପରବର୍ତ୍ତୀ ସମୟରେ ଏହି ଅଫିସରମାନଙ୍କୁ ଓଡ଼ିଶା କ୍ୟାଡର ଆବଣ୍ଟନ କରାଯିବ। ତେବେ ଏହି ଅଧିକାରୀଙ୍କ ବରିଷ୍ଠତା ଏବଂ କ୍ୟାଡର ବର୍ଷ ନିର୍ଦ୍ଧାରଣ ନିମନ୍ତେ ଆବଶ୍ୟକ ପ୍ରସ୍ତାବ ନିର୍ଦ୍ଧାରିତ ଫର୍ମାଟରେ ପଠାଇବାକୁ ରାଜ୍ୟ ମୁଖ୍ୟ ସଚିବଙ୍କୁ ମନ୍ତ୍ରଣାଳୟ ଚିଠି ଲେଖି ଅବଗତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri