ଆମେରିକାରେ ୩ ପାଲେଷ୍ଟାଇନ ଛାତ୍ରଙ୍କୁ ଗୁଳି

ଓ୍ବାଶିଂଟନ,୨୭।୧୧: ଆମେରିକାରେ ୩ଜଣ ପାଲେଷ୍ଟାଇନ ଛାତ୍ରଙ୍କୁ ଗୁଳି କରାଯାଇଥିଲା, ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଓ୍ବେଷ୍ଟ ବ୍ୟାଙ୍କରେ ଅବସ୍ଥିତ ଛାତ୍ରମାନଙ୍କ ପାଇଁ ଥିବା ବଚପନ ସ୍କୁଲ କହିଛି ଶନିବାର ରାତିରେ ବୁର୍ଲିଂଟନ ଏବଂ ଓ୍ବର୍ମେଂଟରେ ଆମେରିକାର କଲେଜରେ ପଢୁୁଥିବା ୩ଜଣ ପାଲେଷ୍ଟାଇନ ଛାତ୍ରଙ୍କୁ ଗୁଳି କରାଯାଇଥିଲା। ବର୍ତ୍ତମାନ ଛାତ୍ରମାନେ ଚିକିତ୍ସିତ ହେଉଛନ୍ତି।
ରାମଲ୍ଲାହ ଫ୍ରେଣ୍ଡସ ସ୍କୁଲ ଏକ ଫେସବୁକ ପୋଷ୍ଟରେ ଲେଖିଛନ୍ତି, ଆମର ୩ଜଣ ଛାତ୍ରଙ୍କୁ ଆମେରିକାର ଓ୍ବର୍ମେଂଟ ବିଶ୍ୱବିଦ୍ୟାଳୟ ଭିତରେ ଗୁଳି କରାଯାଇଛି। ଏହି ଛାତ୍ରମାନେ ଆମେରିକାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ହିଶାମ ଅୱତାନି ବ୍ରାଉନ ୟୁନିଭରସିଟିର ଛାତ୍ର। ସେହିପରି କିନ୍ନନ ଅବଦେଲ ହାମିଦ ଓ ତହସିନ ଅହମଦ ପେନସିଲଭାନିଆରେ ହାଭରଫୋର୍ଡ କଲେଜ ଏବଂ ଟ୍ରିନିଟି କଲେଜର ଛାତ୍ର।
ବିଦ୍ୟାଳୟ ଏହି ପୋଷ୍ଟରେ ଲେଖିଛି, ଆମେ ଛାତ୍ରମାନଙ୍କ ପରିବାର ପ୍ରତି ସମବେଦନା ଜଣାଉଛୁ। ସୂଚନାଯୋଗ୍ୟ, ହିଶାମଙ୍କ ପିଠିରେ ଗୁଳି ବାଜିଥିବା ବେଳେ ତହସିନଙ୍କ ଛାତିରେ ସାମାନ୍ୟ ଆଘାତ ଲାଗିଛି ଏବଂ କିନ୍ନାନ ସାମାନ୍ୟ ଆହତ ହୋଇଛନ୍ତି।
ପାଲେଷ୍ଟାଇନ ବୈଦେଶିକ ମନ୍ତ୍ରଣାଳୟ ରବିବାର କହିଛି ଯେ ଗୁଳି ବିନିମୟ ପୂର୍ବରୁ ଛାତ୍ରମାନେ ଆରବୀରେ କଥାବାର୍ତ୍ତା ହେଉଥିଲେ। ସେ ଏକ ପାରମ୍ପାରିକ ପାଲେଷ୍ଟାଇନ କେଫିହୈ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri