ବ୍ୟାଙ୍କକ୍,୪ା୧୦: ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍ସ୍ଥିତ ଏକ ବଡ଼ ଶପିଙ୍ଗ୍ ମଲ୍ରେ ମଙ୍ଗଳବାର ଗୁଳିକାଣ୍ଡରେ ୩ ଜଣ ନିହତ ହୋଇଛନ୍ତି। ଏଥିରେ ଅନ୍ୟ ୬ ଆହତ ହୋଇଛନ୍ତି। ପୋଲିସ ସମ୍ପୃକ୍ତ ବନ୍ଧୁକଧାରୀଙ୍କୁ ଗିରଫ କରିଛି। ତାଙ୍କ ବୟସ ମାତ୍ର ୧୪ ବର୍ଷ।
କେନ୍ଦ୍ରସ୍ଥଳରେ ଥିବା ସିଆମ୍ ପାରାଗନ୍ ମଲ୍ରେ ଲୋକେ କିଣାକିଣିରେ ବ୍ୟସ୍ତ ଥିବାବେଳେ ହଠାତ୍ ଗୁଳି ଫୁଟିଥିଲା। କେହି କିଛି ବୁଝିପାରିବା ପୂର୍ବରୁ ଗୁଳିମାଡ଼ରେ ୩ ଜଣ ଟଳିପଡ଼ିଥିଲେ। ଘଣ୍ଟାଏ ଭିତରେ ପୋଲିସ କର୍ମଚାରୀମାନେ ଜଣେ ନାବାଳକଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲେ। ଏନେଇ ମେଟ୍ରୋପଲିଟାନ୍ ପୋଲିସ ଡିଟେକ୍ଟିଭ୍ ଡିପାର୍ଟମେଣ୍ଟ ପକ୍ଷରୁ ଫେସ୍ବୁକ୍ରେ ସୂଚନା ଦିଆଯାଇଛି।
ଥାଇଲାଣ୍ଡରେ ବନ୍ଧୁକ ହିଂସା ନୂଆ ନୁହେଁ। ଗତବର୍ଷ ଜଣେ ପୂର୍ବତନ ପୋଲିସ ଅଫିସର ଏକ ନର୍ସରି ସ୍କୁଲରେ ଗୁଳି ଚଳାଇବାରୁ ୨୨ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ୨୦୨୦ରେ ଉତ୍ତର-ପୂର୍ବରେ ଥିବା ନାଖୋନ୍ ରତଚସିମା ସହରରେ ଗୁଳିକରି ୨୯ ଜଣଙ୍କ ଜୀବନ ନେଇଥିଲେ।
Posted inHome Left, ଅନ୍ତର୍ଜାତୀୟ View All
ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…
ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…
ନଦୀକୁ ଖସିଲା ବସ୍: ୨୪ ମୃତ, ଏବେ ବି ଅନେକ ନିଖୋଜ
ଢାକା,୨୬ା୩: ବାଂଲାଦେଶରେ ଏକ ବସ୍ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…
ବସଷ୍ଟାଣ୍ଡରେ OSRTC ବସ୍ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା…
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ଚକ୍ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…
ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…
କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…
ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍ର ଗଞ୍ଜେଇ ଜବତ, ମୂଲ୍ୟ…
ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…
Archives

