ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍‌

ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍‌ ବଣ୍ଟନ କରାଯାଇଛି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଛାତ୍ରୀଙ୍କୁ ବାର୍ଷିକ ୧୦ ହଜାର ଓ ଛାତ୍ରଙ୍କୁ ୯ ହଜାର ଟଙ୍କା ଲେଖାଏ ସ୍କଲାରଶିପ୍‌ ଏବଂ ସାର୍ଟିଫିକେଟ୍‌ ପ୍ରଦାନ କରିଛନ୍ତି। ଉଚ୍ଚଶିକ୍ଷାରେ ଅର୍ଥ ଆଉ ବାଧକ ସାଜିବନି ବୋଲି ସରକାର ଏହି ଛାତ୍ରବୃତ୍ତି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri