Posted inଜାତୀୟ

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି। ତୀର୍ଥଯାତ୍ରା ସ୍ଥଗିତ ରଖାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେସନ୍ସ ସେଣ୍ଟର (SEOC) ଅନୁଯାୟୀ, ସାରା ରାଜ୍ୟରେ ବିପର୍ଯ୍ୟୟ ପରିସ୍ଥିତି ସୃଷ୍ଟି ହୋଇଛି।

ରୁଦ୍ରପ୍ରୟାଗ ଜିଲାରୁ ସବୁଠାରୁ ଦୁଃଖଦ ଖବର ଆସିଥିଲା। ମେ’ ୩୦ରେ ଗୋଟିଏ ଦିନରେ ୩ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା। ମଧ୍ୟପ୍ରଦେଶର ପାନ୍ନାର ରାମନାଥପୁରର ବାସିନ୍ଦା ଗୋପାଳ ମିଶ୍ର (୭୬) କେଦାରନାଥରୁ ଫେରିବା ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ ଏବଂ ଫାଟାର ପ୍ରାଥମିକ ସ୍ବାସ୍ଥ୍ୟସ୍‌କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ଗୁଜରାଟର ଅହମ୍ମଦାବାଦର ବାସିନ୍ଦା ନବଘନଜୀ ଲକ୍ଷ୍ମଣଜୀ ଠାକୁର (୫୨)ଙ୍କର ମଧ୍ୟ ତୀର୍ଥଯାତ୍ରାକୁ ଯାଉଥିବା ସମୟରେ ଫାଟାରେ ମୃତ୍ୟୁ ଘଟିଥିଲା। ସେହିପରି ତେଲଙ୍ଗାନାର ହାଇଦ୍ରାବାଦର ବାସିନ୍ଦା ବାଲାଗାନି ବାଲାରାଜୁ (୪୯)ଙ୍କ ମଧ୍ୟ କେଦାରନାଥ ମନ୍ଦିରରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ଫାଟାରେ ପ୍ରାଣହାନି ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri