Posted inଖେଳ

ୟୁଏସ୍‌ ଓପନ୍‌ କ୍ୱାର୍ଟର ଫାଇନାଲରେ ପହଞ୍ଚିଥିବା ୩ ଖେଳାଳି ହେଉଛନ୍ତି ମା’

ନ୍ୟୁୟର୍କ, ୮।୯: ଆମେରିକୀୟ ଟେନିସ ଷ୍ଟାର୍‌ ସେରେନା ଓ୍ବିଲିୟମ୍ସ ଏଠାରେ ଚାଲିଥିବା ୟୁଏସ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରି-କ୍ୱାର୍ଟର ଫାଇନାଲର ଏକ ମ୍ୟାଚ୍‌ରେ ସେରେନା ୬-୩, ୬-୭ (୬), ୬-୩ ସେଟ୍‌ରେ ଗ୍ରୀସର ୧୫ତମ ସିଡ୍‌ ମାରିଆ ସକାରିଙ୍କୁ ପରାସ୍ତ କରି ଅନ୍ତିମ-୮ରେ ପହଞ୍ଚିଛନ୍ତି। ଏହି ବିଜୟ ସହ ୩୮ ବର୍ଷୀୟା ସେରେନା ୧୨ଥର ପାଇଁ ଏହି ସମ୍ମାନଜନକ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ସେରେନାଙ୍କୁ ମିଶାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିବା ୩ଜଣ ଖେଳାଳି ମା’ ବୋଲି ଜଣାପଡ଼ିଛନ୍ତି। ଅନ୍ୟ ୨ଜଣ ହେଲେ ଭିକ୍ଟୋରିଆ ଆଜାରେଙ୍କା ଓ ବୁଲଗେରିଆର ଶ୍ୱେତାନା ପିରୋଙ୍କୋଭା। ଶ୍ୱେତାନା ମଧ୍ୟ ସନ୍ତାନ ଜନ୍ମ ପରେ ୩ ବର୍ଷ ଲାଗି କୋଟ୍‌ରୁ ଦୂରେଇ ରହିଥିଲେ। ସେରେନାଙ୍କ ଝିଅ ଅଲିମ୍ପିଆ ମଧ୍ୟ ଷ୍ଟାଡିୟମରେ ରହି ମ୍ୟାଚ୍‌ ଉପଭୋଗ କରୁଥିବାର ଭିଡିଓ ଆୟୋଜକଙ୍କ ପକ୍ଷରୁ ଛଡ଼ା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?