୩ ପୋଲିସ କର୍ମଚାରୀ ନିଲମ୍ବିତ

ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍‌ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ ଏହି ନିଲମ୍ବନ ଆଦେଶ ଦେଇଛନ୍ତି। ନିଲମ୍ବିତ କର୍ମଚାରୀମାନେ ହେଲେ ଏଏସ୍‌ଆଇ ସ୍ମୃତି ରଞ୍ଜନ ସ୍ବାଇଁ ଓ ଚନ୍ଦନ କୁମାର ସିଂ ଏବଂ କନଷ୍ଟେବଳ ଦୀପକ କୁମାର ପାଲ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri